14 ମାତର୍ ତାକର୍ ବିରୁଦେ କାଇବଲି କଇନାପାର୍ଲାଇ, କାଇକେ ବଇଲେ ନିମାନ୍ ଅଇଲା ଲକ୍କେ ପିତର୍ ଆରି ଜଅନ୍ସଙ୍ଗ୍ ଟିଆଅଇରଇଲାଟା ଦେକ୍ଲାଇ ।
କେ ମିସା ଏଟା ନଏଁ ବଲି କଇନାପାରତ୍ । ସେଟାର୍ ପାଇ ତମେ ସବୁ ଲକ୍ ଚିମ୍ରାଇ ଉଆ । କାଇକାମ୍ ମିସା ବକୁଆପାରା କରାନାଇ ।
ତେବେ ତମେ ଆରି ଇସ୍ରାଏଲର୍ ସବୁ ଲକ୍ ଜାନ୍ବାର୍ ଦର୍କାର୍ ଜେ, ତମର୍ ମୁଆଟେ ଟିଆଅଇରଇଲା ଏ ଲକ୍ ଅବ୍କା ନାଜ୍ରିତ୍ ଗଡର୍ ଜିସୁକିରିସ୍ଟର୍ ବପୁସଙ୍ଗ୍ ପୁରାପୁରୁନ୍ ନିମାନ୍ ଅଇଲା ଆଚେ । ସେ ଜିସୁକେ ତମେ କୁର୍ସେ ମରାଇଲାସ୍ । ମାତର୍ ପର୍ମେସର୍ ତାକେ ମଲାତେଇଅନି ଆରି ତରେକ୍ ଉଟାଇଲା ଆଚେ ।”
ବଡ୍ସବାର୍ ଲକ୍ମନ୍ ପିତର୍ ଆରି ଜଅନର୍ ସାଆସ୍ ଦେକି କାବା ଅଇଗାଲାଇ । ସେମନ୍ ପାଟ୍ସାଟ୍ ନ ପଡି ଅବ୍କା ଲକ୍ମନ୍ସେ ବଲି ଜାନିରଇଲାଇ । ଆରି ସେମନ୍ ଦୁଇ ଲକ୍ ଜିସୁର୍ ସଙ୍ଗ୍ ରଇଲାଇ ବଲି ଚିନିରଇଲାଇ ।
ସେଟାର୍ ପାଇ ସେମନ୍ ସିସ୍ମନ୍କେ ସେ ସବାଇଅନି ବାର୍କରାଇଦେଇକରି ତାକର୍ ତାକର୍ ବିତ୍ରେ କାତାବାର୍ତା ଅଇବାର୍ ଦାର୍ଲାଇ ।
ସେମନ୍ କାତା ଅଇଲାଇ, “ଆମେ ଏମନ୍କେ କାଇଟା କରୁ ? ଏମନ୍ କରିରଇବା ଏ କାବା ଅଇଜିବା କାମ୍ ବିସଇ ଜିରୁସାଲମର୍ ସବୁ ଲକ୍ ଜାନିଗାଲାଇ ଆଚତ୍ । ଏ ସତ୍ ଗଟେନାଇ କି ନାଜାନୁ ବଲି କଇ ନାପାରୁ ।
ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।