15 ସେଟାର୍ ପାଇ ସେମନ୍ ସିସ୍ମନ୍କେ ସେ ସବାଇଅନି ବାର୍କରାଇଦେଇକରି ତାକର୍ ତାକର୍ ବିତ୍ରେ କାତାବାର୍ତା ଅଇବାର୍ ଦାର୍ଲାଇ ।
ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ ।
ମାତର୍ ତାକର୍ ବିରୁଦେ କାଇବଲି କଇନାପାର୍ଲାଇ, କାଇକେ ବଇଲେ ନିମାନ୍ ଅଇଲା ଲକ୍କେ ପିତର୍ ଆରି ଜଅନ୍ସଙ୍ଗ୍ ଟିଆଅଇରଇଲାଟା ଦେକ୍ଲାଇ ।