17 ମାତର୍ ଏ କାତା ଲକ୍ମନର୍ ବିତ୍ରେ ଆରି ଅଦିକ୍ ଉଡ୍ରା ଅଇ ନ ଜାଅ, ଜିସୁର୍ ବିସଇ ଆରି କେବେ କାର୍ ମୁଆଟେ ନ କଇବାକେ ସେମନ୍କେ ଆମେ ଡାଟ୍ ସଙ୍ଗ୍ ଜାଗ୍ରତ୍ କରାଇଦେଉଁ ।”
ତେବର୍ ପାଇ ତିନ୍ ଦିନ୍ ଜାକ ତାକେ କବର୍ ଦେଲାଟାନେ ଜାଗୁଆଲ୍ ଦାର୍ବାକେ ଆଦେସ୍ ଦିଆସ୍ । ସେନ୍ତି କଲେ ତାର୍ ସିସ୍ମନ୍ ତାର୍ ଗାଗଡ୍ ଚରାଇନେଇ ସେ ଜିବନ୍ ଅଇକରି ମଲାତେଇଅନି ଉଟ୍ଲା ବଲି କଇନାପାରତ୍ ।” ସେମନର୍ ଏନ୍ତାରି ମିଚ୍ କାତା ଜାନାଇବାଟା ସବୁର୍ଟାନେଅନି ଅଦିକ୍ କେତି ଅଇସି ।
ଜିସୁ କଇଲା ଦାପ୍ରେ କାଣାମନ୍ ଆଁକି ଦେକିପାର୍ଲାଇ । ଆରି ଜିସୁ, ସେମନ୍କେ ଡାଟ୍କରି, “ଏ ବିସଇ କାକେ ମିସା କୁଆ ନାଇ ।” ବଲି କଇଲା ।
ମାତର୍ ତମେ ମର୍ ଲକ୍ ଅଇରଇବାର୍ ଲାଗି ସେମନ୍ ତମ୍କେ ଏନ୍ତାରି କର୍ବାଇ । କାଇକେ ବଇଲେ ମକେ ଜେ ପାଟାଇଲା ଆଚେ, ସେଟା ସେମନ୍ ନାଜାନତ୍ ।
ମାତର୍ ବଡ୍ସବାର୍ ଲକ୍ ଆରି ଡାଟ୍ସଙ୍ଗ୍ ସେମନ୍କେ ଦମ୍କାଇକରି ଚାଡି ଦେଲାଇ । ସେମନ୍କେ ଡଣ୍ଡ୍ଦେବାଟା କସ୍ଟ ବଲି ସେମନ୍ ଜାନିପାର୍ଲାଇ । କାଇକେ ବଇଲେ ସେ କାବାଅଇଜିବା କାମର୍ ଲାଗି ଲକ୍ମନ୍ ପର୍ମେସର୍କେ ଜୁଆର୍ କର୍ତେ ରଇଲାଇ ।
ଏ କାତା ସୁନି ମୁକିଅ ପୁଜାରିମନ୍ ଆରି ମନ୍ଦିର୍ ଜାଗୁଆଲ୍ମନର୍ ଦାଇତେ ରଇଲା ଲକ୍ମନ୍ କାବାଅଇଗାଲାଇ । ପେରିତ୍ ସିସ୍ମନ୍କେ କାଇଟା ଅଇଲାଆଚେ ବଲି ସେମନ୍ ବୁଜି ନାପାର୍ଲାଇ ।
“ଏ ଜିସୁର୍ ନାଉଁ ଦାରି କାଇମିସା ସିକିଆ ନ ଦେବାକେ ତମ୍କେ ଡାଟ୍ ସଙ୍ଗ୍ ଆଦେସ୍ ଦେଇରଇଲୁ, ମାତର୍ ଦେକା, ତମେ କାଇଟା କରିଆଚାସ୍ ! ତମେ ଦେଇରଇବା ଏ ସିକିଆ ଜିରୁସାଲମେ ରଇଲା ଲକ୍ମନର୍ଟାନେ କେଟ୍ଲା ଆଚେ । ଆରି ତାର୍ ମରନ୍ ପାଇ ଆମ୍କେ ଦାଇ କର୍ବାକେ ଚେସ୍ଟା କଲାସ୍ନି !”
ଏ ସାଉକାର୍ମନ୍, ସେନ୍ତାରିସେ ତମର୍ ଦାଙ୍ଗ୍ଡାମନ୍କେ ନିକସଙ୍ଗ୍ ଦେକାରକା କରା । ସେମନ୍କେ ଦାକାପୁକା ଦିଆସ୍ ନାଇ । ତମର୍ ମନେ ରଅ, ତାକର୍ ଆରି ତମର୍ ସାଉକାର୍ ସର୍ଗେ ଆଚେ । ଆରି ସେ ସାନ୍ ବଡ୍ ନ ବାବି ଦେକାରକା କର୍ସି ।
ତମର୍ଲଗେଅନି ମାସିଦନିଆ ଆରି ଆକାୟାର୍ ଜାଗାମନ୍କେ ଅବ୍କା ମାପ୍ରୁର୍ ସୁବ୍କବର୍ସେ ବିଚି ନ ଅଇରଇଲା । ମାତର୍ ତମେ ମାପ୍ରୁକେ ବିସ୍ବାସ୍ କରିରଇବା କାତା ସବୁ ବାଟେ ଜାନାପଡ୍ଲା ଆଚେ । ଏ ବିସଇ ଆରି ଆମେ ଅଦିକ୍ କଇବା ଦର୍କାର୍ ନାଇ ।
ଲକ୍ମନ୍ ତାକେ କିଜାଇଲାବେଲେ ସେ ନିନ୍ଦା କାତାକଇ ଟଣ୍ଡ୍ ଲାଗାଏ ନାଇ । ତାକେ ଦୁକ୍ କସ୍ଟ ଦେଲାକେ ସେ ଦମ୍କାଏ ନାଇ । ମାତର୍ କାଇ ଅନିଆଇ ନ କର୍ବା ପର୍ମେସର୍କେ ସବୁ ବିସଇ ଚାଡିଦେଲା ।