ପେରିତ୍ 4:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ସେମନ୍ ରିସା ଅଇଗାଲାଇ କାଇକେ ବଇଲେ ପେରିତ୍ ସିସ୍ ଦୁଇଲକ୍ ଜିସୁ ମଲାତେଇଅନି ଉଟ୍ଲା ଆଚେ ବଲି ସିକାଇତେରଇଲାଇ । ଏନ୍ତି ସିକାଇଲେସରି ଲକ୍ମନ୍ ମଲାଟାନେଅନି ଉଟ୍ବାଇବଲି ପର୍ମାନ୍ କର୍ତେ ରଇଲାଇ । အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।