23 ପିତର୍ ଆରି ଜଅନ୍ ମୁକଲ୍ଲା ଦାପ୍ରେ ନିଜର୍ ଦଲେ ବାଉଡିଗାଲାଇ ଆରି ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ଜାଇଟା କଇରଇଲାଇ, ସେଟା ସେମନ୍କେ ଜାନାଇଲାଇ ।
ପାଉଲ୍ ଆରି ସିଲା ବନ୍ଦି ଗରେଅନି ବାରଇ ଲୁଦିଆର୍ ଗରେ ଗାଲାଇ । ତେଇ ସେମନ୍ ବିସ୍ବାସି ବାଇମନ୍କେ ବେଟ୍ ଅଇ, ସେମନ୍କେ ସାର୍ଦା କରାଇ, ସେ ଜାଗା ଚାଡିଉଟିଗାଲାଇ ।
ଜନ୍ ଲକ୍ କାବା ଅଇଜିବା କାମର୍ଲାଗି ନିମାନ୍ ଅଇରଇଲା, ତାକେ ଚାଲିସ୍ ବରସେଅନି ଅଦିକ୍ ଅଇରଇଲା ।
ବିସ୍ବାସିମନ୍ ସବୁ କାତା ସୁନ୍ଲା ପଚେ ଗଟେକ୍ ଅଇ ପର୍ମେସର୍କେ ଏ ପାର୍ତନା କଲାଇ, ଏ ମାପ୍ରୁ ! ସରଗ୍, ଦର୍ତନି, ସମ୍ଦୁର୍ ଆରି ତେଇ ରଇବା ସବୁ ବିସଇ ତମେସେ ତିଆର୍ କଲାସ୍ !