28 ତମର୍ ବପୁ ଆରି ମନ୍ କଲାଟା ଇସାବେ ଜାଇଟା ସବୁ ଗଟାଇବାପାଇ ତମେ ଟିକ୍ କରି ରଇଲାସ୍, ସେମନ୍ ଗଟେକ୍ ଅଇ ସେ ସବୁ କର୍ବାକେ ଲାଗିପଡ୍ଲାଇ ।
ସାସ୍ତରର୍ ଲେକା ଇସାବେ ମୁନୁସ୍ପିଲା ମୁଇ ମରିଜିବି, ମାତର୍ ଜେ ମକେ ଦାରାଇ ଦେଇସି, ତାର୍ ଦସା କେଡେ ଇନସ୍ତା ଅଇସି ! ସେ ଜନମ୍ ନ ଅଇରଇଲେ ନିକ ଅଇତା ।
ମାତର୍ ସେନ୍ତାର୍ ଆଲେ ଏଟାମନ୍ ସବୁ ଗଟ୍ସି ବଲି ସାସ୍ତରେ ଜାଇ ଜାଇଟା ଲେକା ଅଇଲା ଆଚେ, ସେଟା କେନ୍ତି ପୁରାପୁରୁନ୍ ଅଇସି ?”
ପର୍ମେସରର୍ଟାନେଅନି ଆଇଲା ନର୍ପିଲା ମୁଇ, ସେ ଜେନ୍ତି ଜଜ୍ନା କଲାଆଚେ, ସେନ୍ତାରିସେ ମର୍ବାକେ ଅଇସି । ମାତର୍ ଜନ୍ ଲକ୍ ମକେ ବିସ୍ବାସେ ବିସ୍ ଦେଲାପାରା ବିରଦିମନର୍ ଆତେ ଦାରାଇ ଦେଇସି, ତାକେ ବେସି ଡଣ୍ଡ୍ ମିଲ୍ସି ।”
ତାର୍ ଆଗ୍ତୁର୍ ଜଜ୍ନା ଇସାବେ ସେ କାତା ଦେଇସାରାଇରଇଲା କି, ଜିସୁ ତମର୍ ଆତେ ସର୍ପାଇ ଅଇସି । ତାର୍ପଚେ ତାର୍ ନିୟମ୍ ନ ମାନ୍ବା ଲକ୍ମନ୍ ତାକେ କୁର୍ସେ ଚଗାଇ ମରାଅତ୍ ବଲି ତମେ ତାକେ ଏନ୍ତି କଲାସ୍ ।
ବେସି ବରସ୍ ଆଗ୍ତୁ ତାର୍ ବବିସତ୍ବକ୍ତା ମନର୍ଟାନେ ଅନି ଜାନାଇରଇବା କାତା ଇସାବେ ଏବେ ସିଦ୍ ଅଇଲା ଜେ, ସେ ମସିଅ ଦୁକ୍ପାଇବାକେ ଅଇସି ।
କିରିସ୍ଟର୍ ସଙ୍ଗ୍ ମିସାଇ କରି, ପରମେସର୍, ଆମେ ଜିଉଦିମନ୍କେ ବାଚି ଆଚେ । କାଇକେ ବଇଲେ ଆଗେ ଅନି ଏନ୍ତାରି କର୍ବାକେ ସେ ଜଜ୍ନା କରି ରଇଲା । ସେ ଜେନ୍ତାରି ମନ୍ କର୍ସି, ସେ ଇସାବେ ସବୁ ବିସଇ ପୁରାପୁରୁନ୍ କର୍ସି ।
ଜନ୍ଲକ୍ମନ୍ ସେ କାତା ଦେଇରଇବାଟା ମିଲାଇବାଇ, ସେମନ୍ ଏ ସବୁ ବିସଇ ଜାନତ୍ ବଲି ସେ ମନ୍ କରିରଇଲା । ତାର୍ ମନ୍ କେବେ ନ ବାଦ୍ଲେ ବଲି ସବୁ ଲକ୍ ଜାନିରଅତ୍ । ସେଟାର୍ପାଇ ସେ ତାର୍ କାତାଦେଇ ରଇବାଟାନେ ତାର୍ ସପତ୍ ମିସା ମିସାଇଲା । ପର୍ମେସର୍ ଦେଇରଇବା କାତା ଆରି ତାର୍ ସପତ୍ ସତ୍ସେ ।