3 ସେଟାର୍ପାଇ ସେ ଦୁଇଟା ପେରିତ୍ ସିସ୍ମନ୍କେ ଦାରି ବାନ୍ଦ୍ଲାଇ । ଆରି ସେ ଦିନେ ବେସି ଅଲ୍ସମ୍ ଅଇଜାଇରଇଲାକେ ଆର୍କର୍ ଦିନ୍ ଜାକ ବନ୍ଦିଗରେ ରକିରଇଲାଇ ।
ତାର୍ପଚେ ଡୁବନ୍ ଦେଉ ଜଅନ୍ ବନ୍ଦି ଅଇଲାଆଚେ ବଲି ଜିସୁ ସୁନିକରି ଗାଲିିଲି ଉଟି ଗାଲା ।
ଜିସୁ ତାକେ ବନ୍ଦି କର୍ବାକେ ଆଇଲା ମୁକିଅ ପୁଜାରିମନ୍କେ, ମନ୍ଦିର୍ ଜାଗି ରଇବା ସେନାପତିମନ୍କେ ଆରି ପାର୍ଚିନ୍ମନ୍କେ କଇଲା, “ମୁଇ କାଇ ଡାକୁ କି ? ମକେ ଦାର୍ବାକେ ବଡ୍ ବଡ୍ ଟେଙ୍ଗ୍ ଆରି କାତିକାଣ୍ଡା ଦାରି ଆସି ଆଚାସ୍ ।
ତାର୍ ପଚେ ସେମନ୍ ଜିସୁକେ ବାନ୍ଦିକରି ବଡ୍ ପୁଜାରିର୍ ଗରେ ଦାରିଗାଲାଇ । ପିତର୍ ଦୁରିକେ ରଇ ସେମନର୍ ପଚେପଚେ ଗାଲା ।
ତାର୍ ପଚେ ରମିୟ ସନିଅମନ୍, ସନିଅ ମନର୍ ମୁକିଅ ନେତାମନ୍ ଆରି ମନ୍ଦିର୍ ଜାଗୁଆଲ୍ମନ୍ ଜିସୁକେ ଦାରି ବାନ୍ଦ୍ଲାଇ ।
ସେମନ୍ ପେରିତ୍ ସିସ୍ମନ୍କେ ଦାରି ବାନ୍ଦିକରି ବନ୍ଦିଗରେ ସଙ୍ଗଇଲାଇ ।
ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।
ମାତର୍ ସାଉଲ୍ ମଣ୍ଡଲିକେ କୁରୁପ୍ନାସ୍ କର୍ବାକେ ଚେସ୍ଟା କଲା । ସେ ଗରେ ଗରେ ଜାଇ ଜିସୁକେ ବିସ୍ବାସ୍ କର୍ବା ମୁନୁସ୍ ପିଲା ଆରି ମାଇଜି ଟକିମନ୍ ସବୁକେ ଜିକି ଆନି ବନ୍ଦି ଗରେ ପୁରାଇ ଦେଲା ।
ଜାଇକରି ଦାମାସ୍କାସେ ଜିଉଦିମନର୍ ପାର୍ତନା ଗରେ ଦେବାକେ ଅଦିକାରର୍ ଚିଟି ମାଙ୍ଗ୍ଲା । ଦାମାସ୍କାସେ ଜନ୍ ମାଇଜି ଆରି ମୁନୁସ୍ମନ୍ ମାପ୍ରୁର୍ ବାଟେ ଆଇଲାଇ ଆଚତ୍, ସେମନ୍କେ ବନ୍ଦିକରି ଡଣ୍ଡ୍ ଦେବାକେ, ଜିରୁସାଲମର୍ ଜିଉଦି ନେତାମନର୍ଟାନେ ଆନିଅଇସି । ବାନ୍ଦିକରି ଜିରୁସାଲମେ ଆନ୍ବାକେ ସାଉଲ୍କେ ଏ ଚିଟି ଅଦିକାର୍ ଦେଲା ।