ପେରିତ୍ 4:32 - ସତିଅର୍ ବାଟ୍ ନୁଆ ନିୟମ୍ 202032 ସବୁ ବିସ୍ବାସିମନ୍ ଗଟେକ୍ ବିସଇ ଚିନ୍ତା କରି ମନ୍ କଲାଇ । କେ ମିସା ନିଜର୍ ସଁମ୍ପତି ନିଜର୍ ବଲି ଦାବି ନ କର୍ତେ ରଇଲାଇ । ତାକର୍ଟାନେ ଜେତ୍କି ରଇଲା ସେଟା ସବୁଲକ୍ ସମାନ୍ କରି ବାଟାସାଟା କର୍ତେ ରଇଲାଇ । အခန်းကိုကြည့်ပါ။ |
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !