34 ତାକର୍ ଦଲେ ଜିଇବା କାଇବାକେ କାକେ ମିସା ଅବାବ୍ ନ ରଇଲା । ଜନ୍ ଲକ୍ମନ୍କେ ଗର୍ ଆରି ଜମିରଇଲା, ସେମନ୍ ସେଟା ବିକିକରି ଡାବୁ ଆନି,
ଜିସୁ ତାକେ କଇଲା, “ତୁଇ ଜଦି ସିଦ୍ ଅଇବାକେ ମନ୍ କଲୁସ୍ନି ବଇଲେ, ଜାଆ ତର୍ଟାନେ ରଇବା ସବୁଜାକ ବିକି ଦେଇ, ସେ ଡାବୁ ଗରିବ୍ ଲକ୍ମନ୍କେ ଦାନ୍ କରିଦେସ୍ । ଏଟା ସବୁ କରି ସାରାଇ ମର୍ ସଙ୍ଗ୍ ଆଉ । ସେନ୍ତାର୍ କଲେ ତକେ ସର୍ଗେ ଦନ୍ ମିଲ୍ସି ।”
ଜିସୁ ତାକେ ନିକକରି ଦେକ୍ଲା ଆରି ତାକେ ଆଲାଦ୍ କରି କଇଲା, “ତୁଇ ଏବେ ମିସା ଗଟେକ୍ ବିସଇତେଇ ଉନା ଆଚୁସ୍ । ତୁଇ ଜାଇ ତର୍ ଦନ୍ସଁପତି ବିକି, ସେ ଡାବୁ ଗରିବ୍ ଲକ୍ମନ୍କେ ବାଟାକରି ଦେସ୍, ତୁଇ ସର୍ଗେ ଦନ୍ ପାଇସୁ । ଏନ୍ତିକରି ମର୍ ପଚେ ପଚେ ଆଉ ।” ବଲିକରି କଇଲା ।
ତମ୍କେ ଜନ୍ ଜନ୍ଟା ଆଚେ, ସେଟା ବିକିଦେଇ ଗରିବ୍ମନ୍କେ ଦାନ୍ କରା । ଜନ୍ଟା କି କେବେ ନ ସାରେ, ନିଜର୍ ନିଜର୍ପାଇ ଏନ୍ତାରି କାଣା ନ ଅଇବା ବେସ୍ନି ତିଆର୍କରା । ଜନ୍ଟାନେ ଚର୍ ନ ଆସେ କି କିଡାମନ୍ ମିସା ନ ନସାଅତ୍ । ସର୍ଗେ ଏନ୍ତାରି ନ ସାର୍ବା ଦନ୍ ସଙ୍ଗଇରୁଆ ।
ଆରି ଜିସୁ କଇଲା, “ସେଟାର୍ ପାଇ ମୁଇ ତମ୍କେ କଇଲିନି, ଲକ୍ମନ୍କେ ଏ ଦୁନିଆର୍ ଦନ୍ ଦେଇ କରି ନିଜର୍ ନିଜର୍ ପାଇ ମଇତର୍ କରା । ସେନ୍ତାରି କଲେ ଜେଡେବଲ୍ ତମର୍ ଦୁନିଆର୍ ଦନ୍ ସାରିଜାଇସି, ପର୍ମେସର୍ ତମ୍କେ କାଲ୍କାଲ୍ ଜୁଗ୍ଜୁଗ୍ ରଇବା ଗରେ ଡାକି ନେଇସି ।
ଜିସୁ ତାର୍ ସିସ୍ମନ୍କେ ପାଚାର୍ଲା । “ମୁଇ ତମ୍କେ ପାଟାଇଲାବେଲେ ବେସ୍ନି, ମୁନା ଆରି ପାଣ୍ଡଇ ନ ନେବାକେ କଇରଇଲି । ସେବେଲାଇ ତମ୍କେ କାଇ ଅବାବ୍ ଅଇଲା କି ?” “ନାଇ, କାଇଟା ମିସା ଅବାବ୍ ଅଏ ନାଇ ।” ବଲି କଇଲାଇ ।
ତାକର୍ ବିତ୍ରେ କେତେଲକ୍ ଜମି ଆରି ନିଜର୍ପାଇ ରଇବାଟା ବିକିକରି, ସେ ଡାବୁ ଦର୍କାର୍ ଅଇଲା ଲକ୍ମନ୍କେ ଦେଇତେରଇଲାଇ ।
ଡାବୁ ପେରିତ୍ ସିସ୍ମନ୍କେ ସର୍ପିଦେଲା ।
ଏନ୍ତାରିକଲେ, ତମ୍କେ ଜେଡେବେଲେ ଲଡା ପଡ୍ସି, ଆରି ସେମନ୍କେ ଜବର୍ ରଇଲେ, ସେମନ୍ ତମ୍କେ ସାଇଜ କର୍ବାଇ । ଏନ୍ତାରି ଦୁଇ ବାଟର୍ ଲକ୍ ସମାନ୍ ଇସାବେ ପାଇବାଇ ।
ଏନ୍ତାରି କଲେ ବିସ୍ବାସ୍ ନ କର୍ବା ଲକ୍ମନ୍ ମିସା ତମ୍କେ ନାମ୍ବାଇ । ଆରି କାଇଟା ମିସା ଅବାବ୍ ନ ଅଏ । ତମ୍କେ ଦର୍କାର୍ ରଇବା ବିସଇପାଇ ବିନ୍ଲକ୍କେ ଆସା କର୍ବାକେ ନ ପଡେ ।
ଏନ୍ତାରି ତାକର୍ ନିକ କାମ୍ସବୁ ଗଟେକ୍ ବଡ୍ ଦନ୍ ଇସାବେ ସେମନ୍ ସର୍ଗେ ସଙ୍ଗଇଆଚତ୍ । ସେନ୍ତାର୍ ଆଲେ ସେମନ୍ ତାକର୍ ନିଜର୍ପାଇ ଜିବନ୍ ମିଲାଇବାଇ ।
ପର୍ମେସର୍ ଦେକ୍ବା ଇସାବେ ଜନ୍ ରିତିନିତି ସତ୍ ଆରି ନିକ, ସେଟା ଅଇଲାନି ଦୁକେ ରଇବା ଟୁରାଟୁରି ପିଲାମନ୍ ଆରି ରାଣ୍ଡିଜୁଣ୍ଡିମନର୍ ଜତନ୍ କର୍ବାଟା । ପଚେ ଜଗତର୍ ଜଞ୍ଜାଲେଅନି ମୁକଲ୍ବାଟା, ଜେନ୍ତାରିକି ସେ ସବୁ ତାକେ ନ ନସାଏ ।