ପେରିତ୍ 4:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 ସାଇପରସ୍ ନାଉଁର୍ ଗଟେକ୍ ଜାଗାଇ ଜନମ୍ କରିରଇବା ଲେବି କୁଟୁମର୍ ଜସେପ୍, ଜାକେ ପେରିତ୍ ସିସ୍ମନ୍ ବର୍ନବା ବଲି ନାଉଁ ଦେଇ ରଇଲାଇ । ବର୍ନବାର୍ ଅରତ୍ ଦୁକ୍ ସାରାଇବା ପିଲା । ସେ ତାର୍ ଜମି ବିକ୍ଲା ଆରି အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।