37 ଡାବୁ ପେରିତ୍ ସିସ୍ମନ୍କେ ସର୍ପିଦେଲା ।
ଜନ୍ ଲକ୍ମନ୍ ମର୍ଲାଗି ନିଜର୍ ଗର୍, ବାଇ ବଇନି, ଆୟା ବାବା, ପିଲାଟକି ଆରି ଜମିବାଡି ଚାଡି ଆଚତ୍, ସେମନ୍ ତାର୍ ସଏ ଗୁନ୍ ଆସିର୍ବାଦ୍ ପାଇବାଇ, ଆରି ନ ସାର୍ବା ଜିବନ୍ ମିସା ପାଇବାଇ ।
ଜିସୁକେ ବିସ୍ବାସ୍ କଲା ଲକ୍ମନ୍ ଗଟେକ୍ ଗରର୍ ଲକ୍ପାରାଅଇ ରଇତେ ରଇଲାଇ । ଆରି ତାକର୍ତେଇ କାଇକାଇଟା ରଇଲା, ସେଟା ସେମନ୍ ବାଟା କର୍ତେରଇଲାଇ ।