4 ମାତର୍ ବେସି ଲକ୍ ସେମନର୍ ସିକିଆ ସୁନିକରି ବିସ୍ବାସ୍ କଲାଇ, ଆରି ତାକର୍ ବିତ୍ରେଅନି ମୁନୁସ୍ପିଲା ସେ ଅଦିକ୍ ଅଇକରି ପାକାପାକି ପାଁଚ୍ଅଜାର୍ ଅଇଲାଇ ।
ମୁଇ ତମ୍କେ ସତ୍କାତା କଇଲିନି ଜଦି ଗଅମ୍ ମୁଞ୍ଜି ବୁଏଁ ଅଦ୍ରି ନ ମର୍ବା ଜାକ ସେନ୍ତିସେ ରଇସି । ସେଟା ମଲେ ସେ ବେସି ମୁଞ୍ଜି ଦାର୍ସି ।
ତେଇ ପିତରର୍ କାତା ସୁନି ବେସି ଲକ୍ ବିସ୍ବାସ୍ କଲାଇ । ଆରି ସିସ୍ମନ୍ ସେମନ୍କେ ଡୁବନ୍ ଦେଲାଇ । ସେ ଦିନେ ତିନ୍ଅଜାର୍ ଲକ୍ମନ୍ ତାକର୍ ଦଲେ ମିସ୍ଲାଇ ।
ସେମନ୍ ପର୍ମେସର୍କେ ଡାକ୍ପୁଟା କର୍ତେରଇଲାଇ ଆରି ଜିରୁସାଲେମର୍ ସବୁଲକ୍ ସେମନ୍କେ ନିକ ବଲି ବାବ୍ତେରଇଲାଇ । ମାପ୍ରୁ ଜନ୍ ଲକ୍ମନ୍କେ ମୁକ୍ତି କର୍ତେରଇଲା, ଦିନ୍କେ ଦିନ୍ ସେମନର୍ ଦଲେ ମିସାଇତେରଇଲା ।
ତେଇ କେତେ ଲକ୍ ପାଉଲ୍ କଇଲା କାତା ବିସ୍ବାସ୍ କଲାଇ, ମାତର୍ କେତେ ଲକ୍ ବିସ୍ବାସ୍ କରତ୍ ନାଇ ।