5 ତାର୍ ଆର୍କର୍ ଦିନେ ଜିଉଦି ନେତାମନ୍, ଆରି ପାର୍ଚିନ୍ମନ୍ ଆରି ନିୟମ୍ ସିକାଉମନ୍ ଜିରୁସାଲମେ ରୁଣ୍ଡ୍ଲାଇ ।
ସାକାଲ୍ ସାକାଲ୍ ପାର୍ତନା ଗରର୍ ମୁକିଅ ପୁଜାରିମନ୍, ମୁକିଅ ନେତାମନ୍, ଜିଉଦି ନେତାମନ୍, ନିୟମ୍ ସିକାଇବା ଲକ୍ମନ୍ ଆରି ଜିଉଦି ଲକ୍ମନ୍କେ ସାସନ୍ କର୍ବା ସବୁ ରକାମର୍ ନେତାମନ୍ ଜିସୁକେ କାଇଟା କର୍ବାର୍ ଆଚେ ? ବଲି ଗଟେକ୍ ବଡ୍ ପଁଚାଦି କଲାଇ । ସେମନ୍ ତାକେ ବାନ୍ଦିକରି ସାସନ୍ କର୍ବା ପିଲାତ୍କେ ସର୍ପିଦେଲାଇ ।
ଦିନେକ୍ ଜିସୁ ମନ୍ଦିରେ ଲକ୍ମନ୍କେ ମାପ୍ରୁର୍ ନିମାନ୍ କାତାର୍ ସିକିଆ ଦେଇତେରଇଲା । ସେବେଲାଇ ମୁକିଅ ପୁଜାରିମନ୍, ନିୟମ୍ ସିକାଇଦେବା ଲକ୍ମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ ।
ତାର୍ ଆର୍କର୍ ଦିନେ ଜୁଲ୍ପୁଲ୍ ଉଜଲ୍ ବେଲାଇ, ପାର୍ଚିନ୍ମନ୍, ମୁକିଅ ପୁଜାରିମନ୍ ଆରି ସାସ୍ତର୍ ସିକାଇଦେବା ଲକ୍ମନ୍ ଗଟେକ୍ଟାନେ ରୁଣ୍ଡ୍ଲାଇ । ଆରି ଜିସୁକେ ବିଚାର୍ କର୍ବା ବଡ୍ଟା ଜାଗାଇ ନେଲାଇ ।
ତାର୍ପଚେ ପିଲାତ୍ ମୁକିଅ ପୁଜାରିମନ୍କେ, ନେତାମନ୍କେ ଆରି ସବୁ ଲକ୍ମନ୍କେ ଗଟେକ୍ଟାନେ ରୁଣ୍ଡାଇକରି ସେମନ୍କେ କଇଲା,
ଆମର୍ ମୁକିଅ ପୁଜାରିମନ୍ ଆରି ସାସନ୍ କାରିଆମନ୍ ତାକେ ମରନ୍ ଡଣ୍ଡ୍ ପାଇବାକେ ସତ୍ରୁମନ୍କେ ସର୍ପିଦେଲାଇ ଆରି ତାକେ କୁର୍ସେ ଚଗାଇ ମରାଇଲାଇ ।
ସେଟାର୍ପାଇ ପିତର୍ ସୁକଲ୍ଆତ୍ମାଇ ପୁରାପୁରୁନ୍ ଅଇ ସେମନ୍କେ କଇଲା, “ତମେ ଜେ କି ଆମର୍ ସାସନ୍କାରିଆମନ୍ ଆରି ପାର୍ଚିନ୍ମନ୍ !
ମାତର୍ ସେମନର୍ ବିତ୍ରେଅନି ଗମଲିଏଲ୍ ନାଉଁର୍ ଗଟେକ୍ ପାରୁସି ଲକ୍ ରଇଲା । ସେ ନିୟମ୍ ସିକାଇତେ ରଇଲା । ତାକେ ଲକ୍ମନ୍ ମାନିଅ କର୍ତେରଇଲାଇ । ସେ ବଡ୍ ସବାଇ ଟିଆଅଇ ପେରିତ୍ମନ୍କେ ଚନେକର୍ ପାଇ ବାଇରେ ନେବାକେ ଆଦେସ୍ ଦେଲା ।
ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।