9 ଜଦି ଆଜି ଏ ଚଟାର୍ ପାଇ କରିରଇଲା ନିମାନ୍ କାମର୍ଲାଗି ଆମ୍କେ ପର୍ସନ୍ କଲାସ୍ନି ଆରି ସେ କେନ୍ତାର୍ ନିମାନ୍ ଅଇଲା ବଲି ଜାନ୍ବାକେ ମନ୍ କଲାସ୍ନି,
ଜିସୁ ସେମନ୍କେ କଇଲା, “ମୁଇ ବାବାର୍ ଆଦେସ୍ ଇସାବେ ତମ୍କେ କେତେକ୍ କେତେକ୍ ନିମାନ୍ କାମ୍ ଦେକାଇ ଆଚି, ସେ ସବୁ ନିମାନ୍ କାମ୍ ବିତ୍ରେଅନି, କନ୍ କାମର୍ପାଇ ମକେ ମାର୍ବାକେ ପାକ୍ନା ବେଟିଆଚାସ୍ ?”
ଜଦି ବିସ୍ରାମ୍ବାରେ ଗଟେକ୍ ପିଲାକେ ସୁନତ୍ କରାଇବାକେ ମସାର୍ ନିୟମ୍ ମାନାସ୍ ନାଇ, ମୁଇ ଜଦି ବିସ୍ରାମ୍ବାରେ ଗଟେକ୍ ଲକ୍କେ ପୁରାପୁରୁନ୍ ନିକ କଲେ, କାଇକେ ରିସା ଅଇଗାଲାସ୍ନି ?
ମାତର୍ ତାର୍ ଦାବି ବିସଇ ଟିକ୍ ସଙ୍ଗ୍ ବଡ୍ସାସନ୍କାରିଆକେ ଲେକ୍ବାକେ ମର୍ ଲଗେ କାଇଟା ନାଇ । ସେଟାର୍ପାଇ ମୁଇ ସବୁର୍ ମୁଆଟେ ଆରି ଏ ଆଗ୍ରିପା ରାଜା, ତମର୍ ମୁଆଟେ ଆନ୍ଲି ଆଚି, ଜେନ୍ତି କି ତାର୍ ବିସଇ ତମେ ନିକ ସଙ୍ଗ୍ କଜ୍ଲା ପଚେ ବଡ୍ସାସନ୍କାରିଆକେ ଲେକିପାର୍ବି ।
ଏନ୍ତି କଇକରି ପିତର୍ ତାକେ ଉଜା ଆତ୍ ଦାରି ଉଟାଇଲା, ସେ ଦାପ୍ରେ ସେ ଲକର୍ ପାଦ୍ ଆରି ଗଡ୍ ସବୁ ଡାଟ୍ ଅଇଲା ।
କିରିସ୍ଟର୍ ସିସ୍ ଅଇଲାର୍ ପାଇ ଲକ୍ମନ୍ ତମ୍କେ ନିନ୍ଦା କଲେ, ତମେ କେଡେକ୍ କରମର୍ ଲକ୍ ! କାଇକେବଇଲେ ବେସି ମଇମା ରଇବା ପର୍ମେସରର୍ ଆତ୍ମା ତମର୍ଟାନେ ଆଚେ ବଲି ଜାନିପାର୍ସା ।