1 ସେ ଦଲର୍ ଅନନିୟ ନାଉଁର୍ ଗଟେକ୍ ଲକ୍ ଆରି ତାର୍ ମାଇଜି ସପିରା ସେମନର୍ କେତେକ୍ ଜମି ବିକ୍ଲାଇ ।
ମର୍ ବାବା ପର୍ମେସର୍ ଜନ୍ ଲକ୍ମନ୍କେ ମକେ ଦେଲା ଆଚେ, ସେ ଲକ୍ମନ୍ ମର୍ ଲଗେ ଆଇବାଇ । ଆରି ମର୍ ଲଗେ ଆଇବା ଲକ୍ମନ୍କେ କେବେ ମିସା ନ ବାଉଡାଇ ।
ଡାବୁ ପେରିତ୍ ସିସ୍ମନ୍କେ ସର୍ପିଦେଲା ।
ମାତର୍ ମାଇଜିମୁନୁସ୍ ରାଜିଅଇକରି ବିକିକରି ପାଇଲା କେତେକ୍ ଡାବୁ ଅନନିୟ ନିଜର୍ ପାଇ ସଙ୍ଗଇଲା । ଅଗଲ୍ଲାଟା ସେ ପେରିତ୍ ସିସ୍ମନ୍କେ ଦେଲା ।
ଗଟେକ୍ ରାଜାର୍ ଗରେ କେତେ ରକାମର୍ ଗିନାକୁଡ୍କା ରଇସି, କେତେଟା ସୁନା ରୁପା ସଙ୍ଗ୍ ତିଆର୍ ଅଇଲାଟା, କେତେଟା ଗଚ୍ ଆରି ଚିକଟ୍ ମାଟିସଙ୍ଗ୍ ତିଆର୍ ଅଇଲା, କେତେଟା ବିବା ବଜି ବେଲର୍ପାଇ ଆରି କେତେଟା ଦିନ୍କେ ବାଇବାକେ ରଇସି ।