19 ମାତର୍ ସେ ରାତି ମାପ୍ରୁର୍ ଗଟେକ୍ ଦୁତ୍ ବନ୍ଦିଗରର୍ କାପାଟ୍ ଉଗାଡିଦେଲା ଆରି ସେମନ୍କେ ମୁକ୍ଲାଇ ଆନି କଇଲା,
ସେ ଏନ୍ତି ଉପାଇ ପାଁଚ୍ଲା ବେଲେ, ଜସେପ୍କେ ଗଟେକ୍ ପର୍ମେସରର୍ ଦୁତ୍ ସପ୍ନେ ଦେକାଇ ଅଇ କଇଲା, ଏ ଦାଉଦର୍ ନାତିର୍ ତିତି ଜସେପ୍, ଡର୍ନାଇ । ମରିୟମ୍କେ ମାଇଜି କରି ସଙ୍ଗଅ । କାଇକେବଇଲେ ସୁକଲ୍ ଆତ୍ମାଇ ଅନି ସେ ଗାଗ୍ଡେ ଅଇଲାଆଚେ ।
ଜସେପ୍ ସଇଲା ଟାନେଅନି ଉଟି, ପର୍ମେସରର୍ ଦୁତ୍ ଜେନ୍ତି କଇରଇଲା, ସେନ୍ତି କଲା । ମରିୟମ୍କେ ବିବା ଅଇଲା ।
ପଣ୍ଡିତ୍ମନ୍ ଗାଲାପଚେ, ପର୍ମେସରର୍ ଗଟେକ୍ ଦୁତ୍ ଜସେପ୍କେ ସପ୍ନେ ଦର୍ସନ୍ ଦେଇ କଇଲା, “ଉଟ୍, ପିଲାକେ ଆରି ତାକର୍ ଆୟାକେ ଦାରି ମିସର୍ ଦେସେ ଦାପ୍ରେ ଉଟିଜା । ଏରଦ୍ ପିଲାକେ ମରାଇବାକେ କଜିବୁଲ୍ସି । ମୁଇ ସେ ଜାଗା ଚାଡା ବଲି ନ କଇବା ଜାକ ତେଇସେ ରୁଆ ।”
ଏରଦ୍ ମଲାପଚେ, ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ମିସର୍ ଦେସେ ଜସେପ୍କେ ଦର୍ସନ୍ ଦେଇ କଇଲା,
ସେଡ୍କିବେଲେ ଅଟାତ୍ ଦର୍ତନି ଚୁଲ୍ବୁଲିଗାଲା । ଏଦେ ଦେକା ! ମାପ୍ରୁର୍ ଗଟେକ୍ ସରଗ୍ ଦୁତ୍ ଉତ୍ରି ଆସି, କବର୍ ମୁଆଟେ ଡାବିରଇଲା ପାକ୍ନା ଡୁଲ୍ଗୁଡାଇଦେଇ ତାର୍ ଉପ୍ରେ ବସି ରଇଲା ।
ସେଡ୍କିବେଲେ ଏଦେ ଦେକା ! ମାପ୍ରୁର୍ ଗଟେକ୍ ଦୁତ୍ ଦୁପ୍ ଦେବା ବେଦିର୍ ଉଜାବାଟେ ଟିଆଅଇ ତାକେ ଦର୍ସନ୍ ଦେଲା ।
ଆରି ଏଦେ ଦେକା ! ମାପ୍ରୁର୍ ଦୁତ୍ ଗଟେକ୍ ଆସି ସେମନର୍ ଲଗେ ଟିଆଅଇଲା, ଆରି ମାପ୍ରୁର୍ ମଇମାର୍ ଉଜଲ୍ ତାକର୍ ଚାରିବେଡ୍ତି ଜଲ୍ସିଗାଲାଜେ ଗଉଡ୍ମନ୍ ବେସି ଡରିଗାଲାଇ ।
ଦିନେକ୍ ଆଡ୍ବେଲାର୍ ତିନ୍ଟା ବେଲେ କର୍ନିଲିଅ ପାର୍ତନା କଲାବେଲେ, ଗଟେକ୍ ଦର୍ସନ୍ ପାଇଲା । ତେଇ ପର୍ମେସରର୍ ଦୁତ୍ ଆସି ତାକେ “କର୍ନିଲିଅ !” ବଲି ଡାକ୍ବାଟା ନିକ ସଙ୍ଗ୍ ଦେକ୍ଲା ।
“ମୁଇ ପର୍ମେସର୍ ନଇ,” ବଲି କଏ ନାଇକେ ଦାପ୍ରେ ମାପ୍ରୁର୍ ଦୁତ୍ ଏରଦ୍କେ ରଗି କରାଇଲା । ସେଟାର୍ପାଇ ତାର୍ ଗୁଲାଇଗାଗଡ୍ କିଡା କାଇଲାଇ ଆରି ମରିଗାଲା ।
ସେଡ୍କିବେଲେ, ଅଟାତ୍ ବେସି ଦର୍ତନି ଚୁଲ୍ବୁଲ୍ଲା ଆରି ବନ୍ଦି ଗରର୍ ପାକାଇଲା କୁନାଦି ପାକ୍ନା ଆଲିଗାଲା, ସେ ଦାପ୍ରେ କାପାଟ୍ମନ୍ ଉଗାଡି ଅଇଗାଲା ଆରି ସବୁ ବନ୍ଦିମନର୍ ସିକ୍ଲି କୁସ୍ଲି ଗାଲା ।
କାଇକେବଇଲେ ମୁଇ ଜାର୍ ଲକ୍ ଅଇଲିଆଚି, ଆରି ଜନ୍ ପର୍ମେସର୍କେ ପାର୍ତନା କଲିନି, କାଲି ରାତି ତାର୍ ଗଟେକ୍ ସରଗର୍ ଦୁତ୍ ମକେ ଆସି କଇଲା,
ପର୍ମେସରର୍ ଗଟେକ୍ ଦୁତ୍ ପିଲିପ୍କେ କଇଲା, “ତିଆର୍ ଅ, ଆରି ଦକିଣ୍ ଦିଗେ ଜିରୁସାଲମେଅନି ଗାଜା ବଲି ଗଟେକ୍ ଜାଗାଇ ଜିବାବାଟେ ଜା । ଆଜିକାଲି ଏବାଟେ ଆରି ଲକ୍ମନ୍ ଆସ୍ ଜା କରତ୍ ନାଇ ।”