ପେରିତ୍ 5:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ମାତର୍ ମାଇଜିମୁନୁସ୍ ରାଜିଅଇକରି ବିକିକରି ପାଇଲା କେତେକ୍ ଡାବୁ ଅନନିୟ ନିଜର୍ ପାଇ ସଙ୍ଗଇଲା । ଅଗଲ୍ଲାଟା ସେ ପେରିତ୍ ସିସ୍ମନ୍କେ ଦେଲା । အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।