20 “ଜା ଆରି ମନ୍ଦିରେ ଟିଆଅଇକରି ଲକ୍ମନ୍କେ ଏ ନୁଆ ଜିବନ୍ ବିସଇ ସବୁ କାତା କୁଆ ।”
ଜନ୍ଟା ମୁଇ ତମ୍କେ ଆନ୍ଦାର୍ ବେଲାଇ କଇଲିନି ସେଟା ତମେ ଉଜ୍ଲେ କୁଆ, ଆରି ଜନ୍ଟା ଲୁଚ୍ତେ ସୁନିଆଚାସ୍ ସେଟା ଗରର୍ ଚାଉନି ଉପ୍ରେ ଟିଆଅଇ କୁଆ ।
ଜିସୁ ମନ୍ଦିରେ ବାଉଡି ଆସି ତେଇ ସିକିଆ ଦେଇତେ ରଇଲା ବେଲେ ମୁକିଅ ପୁଜାରିମନ୍ ଆରି ପାର୍ଚିନ୍ମନ୍ ତାକେ ପାଚାର୍ଲାଇ, “କାଇ ଅଦିକାରେ ତୁଇ ଏ ସବୁ କାମ୍ କଲୁସ୍ନି ? ତକେ ଏ ଅଦିକାର୍ କେ ଦେଲା ?”
ଆରି ମୁଇ ଜାନିଆଚି, ତାର୍ ଆଦେସ୍ ନ ସାର୍ବା ଜିବନ୍ ଦେଇସି । ମର୍ ବାବା ମକେ ଜନ୍ କାତା କଇବାକେ ଆଦେସ୍ ଦେଇଆଚେ, ସେଟାସେ ମୁଇ କଇଲିନି ।
ତମେସେ ଗଟେକ୍ ପର୍ମେସର୍, ତମ୍କେ ଆରି ତମେ ପାଟାଇରଇବା ଜିସୁ କିରିସ୍ଟକେ ଜାନ୍ବାଟା ଅଇଲାନି ନ ସାର୍ବା ଜିବନ୍ ।
ତମେ ମକେ ଦେଇରଇବା କବର୍ ମୁଇ ସେମନ୍କେ ସୁନାଇଆଚି, ସେମନ୍ ସେଟା ମାନି ଆଚତ୍ । ମୁଇ ତମର୍ଟାନେଅନି ଆସିଆଚି ଆରି ତମେ ମକେ ପାଟାଇଆଚାସ୍, ସେମନ୍ ଏ କାତା ସତ୍ ବଲି ଜାନିକରି ବିସ୍ବାସ୍ କଲାଇ ଆଚତ୍ ।”
ଜିସୁ ସେମନ୍କେ କଇଲା, “ମୁଇ ସବୁବେଲେ ଲକ୍ମନର୍ ଜାନ୍ତେ ସିକାଇତେ ରଇଲି । ଆରି ଜିଉଦି ଲକ୍ମନର୍ ଉପାସନା ଗରେ ଆରି ମନ୍ଦିର୍ତେଇ ସବୁ ଜିଉଦି ଲକ୍ମନ୍ ରୁଣ୍ଡିରଇଲା ବେଲେ ସେମନ୍କେ ସିକାଇଲିଆଚି । କାଇଟାମିସା ଲୁଚ୍ତେ କଇନାଇ ।
ପର୍ମେସରର୍ ଆତ୍ମାସେ ଜିବନ୍ ଦେଇପାରେ । ମୁନୁସର୍ ବପୁ କାଇଟା କରିନାପାରେ । ପର୍ମେସରର୍ ଜିବନ୍ ଦେବା ଆତ୍ମା ତମେ ଜେନ୍ତାରିକି ଜାନି ପାର୍ସା ? ସେଟାର୍ପାଇ ମୁଇ ଏ କାତା କଇଲିଆଚି ।
ସିମନ୍ ପିତର୍ ତାକେ କଇଲା, “ମାପ୍ରୁ ତମ୍କେ ଚାଡି ଆମେ କାର୍ଲଗେ ଜିବୁ ? ତମର୍ଟାନେତା ନ ସାର୍ବା ଜିବନର୍ ବାକିଅ ଆଚେ ।
ସେ ଆସି ତମ୍କେ ସିକିଆ ଦେଇସି ଆରି ସିତିଅନି ତମ୍କେ ଆରି ତମର୍ ଗରର୍ ଲକ୍କେ ପର୍ମେସର୍ ରକିଆ କର୍ସି ।
ଏ ମର୍ ଇସ୍ରାଏଲର୍ ବାଇମନ୍, ଅବ୍ରାଆମର୍ ନାତିତିତିମନ୍ ଆରି ପରମେସର୍କେ ପାର୍ତନା କର୍ବାକେ ଇତି ରୁଣ୍ଡ୍ଲା ଜିଉଦି ନଇଲା ଲକ୍ମନ୍, ଆମ୍କେ ସେ ମୁକ୍ତିର୍ କବର୍ ମିଲ୍ଲା ଆଚେ ।