33 ବଡ୍ସବାର୍ ଲକ୍ମନ୍ ଏ କାତା ସୁନି ଏତେକ୍ ରିସାଅଇଗାଲାଇ ଜେ, ପେରିତ୍ମନ୍କେ ମରାଇବାକେ ମନ୍ କଲାଇ ।
ଜସେପ୍ ଗଟେକ୍ ଦରମ୍ ଲକ୍ ରଇଲା ଆରି ସବୁବେଲେ ସତ୍ କାମ୍ କର୍ତେରଇଲା । ଆରି ମରିୟମ୍କେ ଲକ୍ମନର୍ ଟାନେ ନିନ୍ଦା କାତା ସୁନାଇବାକେ ମନ୍ ନ କର୍ତେ ରଇଲା । ସେଟାର୍ପାଇ କେ ନାଜାନ୍ତେ ତାର୍ ବିବା ମାଙ୍ଗ୍ନି ପିଟାଇଦେବାକେ ଉପାଇ ପାଁଚ୍ତେ ରଇଲା ।
ଲକ୍ମନ୍ ନିଜର୍ ବାଇକେ ମରନର୍ ଡଣ୍ଡ୍ ବଗ୍ବାକେ ଦାରାଇଦେବାଇ । ବାବା ମିସା ନିଜର୍ ପିଲାମନ୍କେ ସେନ୍ତାରି କର୍ସି । ପିଲା ଟକିମନ୍ ବାବାମାଆର୍ ବିରଦେ ଉଟି ସେମନ୍କେ ମରାଇବାଇ ।
ସିସ୍ ତାର୍ ଗୁରୁର୍ ପାରା ଆରି ଗତିଦାଙ୍ଗ୍ଡା ନିଜର୍ ସାଉକାର୍ ପାରା ଅଇଲେ ସେମନ୍ ସାର୍ଦା ଅଇବାର୍ ଆଚେ । ଗଟେକ୍ ଗରର୍ ମୁକିଆ ମକେ, ବାଲ୍ଜିବୁଲ୍ ବଲି ଡାକ୍ଲାଇନି ବଇଲେ, ଗରର୍ ଆରି ଅଦେକ୍ ଲକ୍ମନ୍କେ ବାଇଦରେ ଅଦିକ୍ କାରାପ୍ ନାଉଁ ଦାରି ଡାକ୍ବାଇ ।”
ତମେ ଦାରାଇ ଅଇ ମାଡ୍ କାଇବାକେ ଆରି ମରନର୍ ଡଣ୍ଡ୍ ପାଇବାକେ ସର୍ପି ଅଇସା । ତମେ ମକେ ବିସ୍ବାସ୍ କଲାର୍ ପାଇ ବଲି ସବୁ ଲକ୍ ଗିନ୍ କର୍ବାଇ ।
ସେବେଲା ସାସ୍ତର୍ ସିକାଉମନ୍ ଆରି ମୁକିଅ ପୁଜାରିମନ୍ ଜିସୁର୍ କାତାନି ସୁନି, ତାକେ ଦାପ୍ରେ ବନ୍ଦି କର୍ବାକେ ବାଟ୍ କଜ୍ତେ ରଇଲାଇ । କାଇକେ ବଇଲେ ଜିସୁ କଇବା ଅଙ୍ଗୁର୍ ବାଡର୍ କାତା, ସେମନର୍ ବିସଇନେଇ କଇଲାନି ବଲି ବୁଜ୍ଲାଇ । ମାତର୍ ସେମନ୍ ଲକ୍ମନ୍କେ ଡର୍ତେ ରଇଲାଇ ।
ମାତର୍ ପାରୁସିମନ୍ ଆରି ସାସ୍ତର୍ ସିକାଉମନ୍ ବେସି ରିସା ଅଇଗାଲାଇ ଆରି ଜିସୁର୍ ବିରୁଦେ “କାଇଟା କରୁ ?” ବଲି ତାକର୍ ତାକର୍ ବିତ୍ରେ ନିଆଇ କଲାଇ ।
ମୁଇ ଜନ୍ଟା କଇରଇଲି ଏତାଇଦେକା, ଗତିଦାଙ୍ଗ୍ଡା ତାର୍ ସାଉକାର୍ତେଇଅନି ବଡ୍ ନଏଁ ବଲି ମୁଇ ତମ୍କେ କଇରଇଲି । ସେମନ୍ ମକେ ସାଦି ଆଚତ୍ ଆରି ତମ୍କେ ମିସା ସାଦ୍ବାଇ । ଜଦି ସେମନ୍ ମର୍ ସିକିଆ ମାନିଆଚତ୍ ବଇଲେ ତମର୍ କାତା ମିସା ମାନ୍ବାଇ ।
ସେମନ୍ ତମ୍କେ ପାର୍ତନା ଗରେଅନି ବାର୍କରାଇ ଦେବାଇ । ଉଁ ଏନ୍ତାରି ବେଲା ଆଇଲାନି, ଜେ ମିସା ତମ୍କେ ମରାଇବାଇ, ସେଟା ପର୍ମେସର୍କେ ସେବା କଲାପାରା ରଇସି ।
ଏ କାତା ପିତର୍ଟାନେଅନି ସୁନ୍ଲା ସବୁ ଲକ୍ମନ୍ ତାକର୍ ନିଜର୍ ବୁଲ୍ ଏତାଇକରି ମନ୍ ବିତ୍ରେ କିଲ୍ବିଲ୍ ଅଇଗାଲାଇ । ସେମନ୍ ପିତର୍କେ ଆରି ପେରିତ୍ମନ୍କେ ପାଚାର୍ଲାଇ, “ଏ ବାଇମନ୍ ଏନ୍ତାର୍ ବଲି କଇଲେ ଆମେ କାଇଟା କର୍ବାର୍ ଆଚେ ?”
ପାଉଲ୍ ଏ କାତା କଇବାଜାକ ଲକ୍ମନ୍ ମନ୍ଦିଆନ୍ ଦେଇ ସୁନ୍ତେ ରଇଲାଇ, ମାତର୍ ତାର୍ ପଚେ ସେମନ୍ ଆଉଲିଅଇକରି କଇଲାଇ, “ତାକେ ଜଗତେଅନି ବାର୍କରାଇ ଦିଆସ୍ ! ମରାଇ ଦିଆସ୍, ସେନ୍ତା ଲକ୍ ଜିଇବାକେ ଲଡା ନାଇ !”
ବଡ୍ ସବାର୍ ଲକ୍ମନ୍ ତିପାନ୍ କାତା ଅଇବାଟା ସୁନିକରି ବେସି ରିସା ଅଇଗାଲାଇ ଆରି ରିସାର୍ ମାଡେ ଦାତ୍ କାତ୍ରି ଅଇଲାଇ ।
କେତେଦିନ୍ ଗାଲା ପଚେ ଜିଉଦିମନ୍ ଗଟେକ୍ ଅଇକରି ସାଉଲ୍କେ ମରାଇବାକେ ପାଚ୍ନା କଲାଇ ।