4 ବିକ୍ବା ଆଗ୍ତୁ ସେ ଜମି ତମର୍ ରଇଲା । ବିକ୍ଲା ପଚେ ମିସା ସେ ଡାବୁ ତମର୍ଟାସେ । ଏନ୍ତି କାମ୍ କର୍ବାକେ କାଇକେ ମନ୍ କଲୁସ୍ ? ତୁଇ ଲକ୍ମନ୍କେ ନାଡାଉସ୍ ନାଇ ମାତର୍ ପର୍ମେସର୍କେ ନାଡାଇଆଚୁସ୍ ।”
ଜେଡେବେଲେ ଜନ୍ ଲକ୍ମନ୍ ତମର୍ କାତା ସୁନ୍ବାଇ, ସେମନ୍ ମର୍ କାତା ସୁନ୍ବାଇ । ଜନ୍ ଲକ୍ମନ୍ ତମ୍କେ ନ ମାନତ୍, ସେମନ୍ ମକେ ନ ମାନତ୍, ଆରି ଜନ୍ ଲକ୍ମନ୍ ମକେ ନ ମାନତ୍, ସେମନ୍ ମକେ ପାଟାଇରଇବା ପର୍ମେସର୍କେ ମିସା ନ ମାନତ୍ ।
ପିତର୍ ତାକେ କଇଲା, “ଅନନିୟ ତୁଇ କେନ୍ତି ସଇତାନର୍ ପାନ୍ଦେପଡି ଜମି ବିକି ଆନିରଇବା ଡାବୁ କେତେକ୍ ନିଜର୍ ପାଇ ସଙ୍ଗଇକରି ସୁକଲ୍ ଆତ୍ମାର୍ ମୁଆଟେ ମିଚ୍ କଇଲୁସ୍ ?
ପିତର୍ ତାକେ କଇଲା, “ମାପ୍ରୁର୍ ଆତ୍ମାକେ ପରିକା କର୍ବାକେ ତୁଇ ଆରି ତର୍ ମୁନୁସ୍ କାଇକେ ରାଜିଅଇଲାସ୍ ? ଜନ୍ ଲକ୍ମନ୍ ତର୍ ମୁନୁସ୍କେ ସମାଦି ଦେଲାଇ ଆଚତ୍, ବାଟ୍ ଡିଆଗଡି କେଟ୍ଲାଇବେ, ସେମନ୍ ତକେ ମିସା ବଇ ଦାରିଜିବାଇବେ ।”
ମାତର୍ କାଦି କାଇବାଟା, ପର୍ମେସର୍ଟାନେଅନି ଆମ୍କେ ବିନେ ନ କରେ । ଆମେ କାଇଲେ କାଇ ଲାବ୍ ନଏଁ, କି ନ କାଇଲେ ମିସା କାଇଟା ନ ଜାଏ ।
ତେବେ ଜେ ଆମର୍ ଏ ସିକିଆ ନ ନାମେ, ସେ ଅବ୍କା ମୁନୁସ୍କେ ନ ନାମେ । ମାତର୍ ଜନ୍ ପର୍ମେସର୍ ତମର୍ ବିତ୍ରେ ସୁକଲ୍ଆତ୍ମା ଦେଇସି, ତାକେ ନ ନାମେ ।
ମାତର୍ ତୁଇ ମକେ ସାଇଜ କର୍ ଆକା ବଲି ବାଦିଅ କରିନାଇ । ତୁଇ ନିଜେ ମନ୍କରି କଲେ, ମୁଇ ମନ୍ କର୍ତି । ତେବେ ତୁଇ ରାଜି ନ ଅଇତେ ମୁଇ କାଇଟା ନ କରି ।
ତାର୍ପଚେ ତାର୍ କାରାପ୍ ଗୁନ୍ଚଲନେଅନି ପାପ୍ ବାରଇସି । ଆରି ପାପ୍ ଅଦିକ୍ ଅଦିକ୍ ବଡିଜାଇକରି ମରନ୍ ଆଇସି ।