ପେରିତ୍ 5:40 - ସତିଅର୍ ବାଟ୍ ନୁଆ ନିୟମ୍ 202040 ସେମନ୍ ପେରିତ୍ ସିସ୍ମନ୍କେ ବଡ୍ସବାର୍ ବିତ୍ରେ ଆନ୍ବାକେ ଆଦେସ୍ ଦେଲାଇ । ଡାକିଆନିକରି ସେମନ୍କେ କର୍ଡା ସଙ୍ଗ୍ ମାରାଇଲାଇ । ଆରି ଜିସୁର୍ ନାଉଁଦାରି କାଇମିସା କାତା ନ କଇବାକେ ଆଦେସ୍ ଦେଇ ଚାଡିଦେଲାଇ । အခန်းကိုကြည့်ပါ။ |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।