ପେରିତ୍ 5:42 - ସତିଅର୍ ବାଟ୍ ନୁଆ ନିୟମ୍ 202042 ଆରି ସେମନ୍ ସବୁ ଦିନ୍ ମନ୍ଦିରେ ଆରି ଲକ୍ମନର୍ ଗରେ ଗରେ ମସିଅ ଜିସୁର୍ ବିସଇର୍ ସୁବ୍କବର୍ ଜାନାଇଲାଇ ଆରି ସିକିଆ ଦେବାର୍ ଦାର୍ଲାଇ । အခန်းကိုကြည့်ပါ။ |
କେତେଟା ଏପିକିଉରିଆନ୍ ଆରି ଟଇକ୍ ସିକିଆ ଦେବା ଗୁରୁମନର୍ ସଙ୍ଗ୍ ଦଦାପେଲା ଅଇଲାଇ । ସେମନର୍ ବିତ୍ରେଅନି କେତେ ଲକ୍ କଇଲାଇ, “ଏ ବକୁଆ ବଡ୍ପନିଆ, କାଇଟା କଇବାକେ ଚେସ୍ଟା କଲାନି ?” ବିନ୍ ଲକ୍ମନ୍ କଇଲାଇ, “ବିନ୍ ଦେସେ ରଇବା ଦେବ୍ତାମନର୍ ବିସଇ, ସେ ଜାନାଇଲାନି ପାରା ଲାଗ୍ଲାନି ।” ଜିସୁ ଆରି ତରେକ୍ ଜିବନ୍ ଅଇ ଉଟ୍ଲା ବିସଇ ପାଉଲ୍ ଜାନାଇବାଟା ସୁନି ସେମନ୍ ଏନ୍ତି କଇଲାଇ ।