ପେରିତ୍ 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଅନନିୟ ଏ କାତା ସୁନ୍ଲା ଦାପ୍ରେ ତଲେ ଆପ୍ଟି ଅଇ ଅଦ୍ରି ମରିଗାଲା । ଜନ୍ ଲକ୍ମନ୍ ଏ କାତା ସୁନ୍ଲାଇ ସେମନ୍ ସବୁଲକ୍ ବେସି ଡରିଗାଲାଇ । အခန်းကိုကြည့်ပါ။ |
ତମ୍କେ ଦୁକ୍ ଦେଇକରି ପର୍ମେସର୍ କାଇଟା କଲାଆଚେ ଦେକିଦେକା । ଜେନ୍ତିକି ଏବେ ତମେ ଟିକ୍ ଚଲାଚଲ୍ତି କର୍ବାକେ ମନ୍ କଲାସ୍ନି, ବୁଲ୍ କାମ୍ କରୁନାଇ ବଲି ବୁଜାଇବାକେ ଚେସ୍ଟା କଲାସ୍ନି, ଲାଜ୍ ପାଇବା କାମ୍ କର୍ବାକେ ବାକାନ୍ଲାସ୍ନି, ଡରିକରି ଆଚାସ୍, ଆମେ ଆରିତରେକ୍ ବେଟ୍ ଅଇବୁ ବଲି ମନ୍ କଲାସ୍ନି, ମକେ ସାର୍ଦା କରାଇବାକେ ମନ୍ କଲାସ୍ନି, ପାପ୍ କଲା ଲକ୍କେ ଦାପ୍ରେ ଡଣ୍ଡ୍ ଦେଲାସ୍, ଏଟା ସବୁ କଲାକେ ସେ କରିରଇବା ପାପେ ତମର୍ କାଇ ବୁଲ୍ ନାଇ ।