6 ଦଲର୍ ଦାଙ୍ଗ୍ଡାମନ୍ ଅନନିୟର୍ ମଲା ଗାଗଡ୍ ଲୁଗାଇ ଗୁଡିଆଇକରି ବାଇରେ ବଇକରି ଦାରିଗାଲାଇ ଆରି ତପିଦେଲାଇ ।
ସେମନ୍ ଦୁଇ ଲକ୍ ମିସିକରି ଜିଉଦିମନର୍ ରିତିନିତି ଇସାବେ ଜିସୁର୍ ଗାଗଡ୍ ନେଇ ବାସ୍ନା ଦିନ୍ସୁ ସଙ୍ଗ୍, ଡେଙ୍ଗ୍ ପଚିଆ ଗୁଡିଆଇ ଦେଲାଇ ।
ପାକାପାକି ତିନ୍ଗଁଟା ପଚେ ଅନନିୟର୍ ମାଇଜି ତେଇ ଆସି କେଟ୍ଲା । ସେ, ଏ ଗଟ୍ନା ନାଜାନି ରଇଲା ।