12 ଏନ୍ତାରିକରି ସେମନ୍ ଲକ୍ମନ୍କେ, ପାର୍ଚିନ୍ମନ୍ ଆରି ସାସ୍ତର୍ ସିକାଉମନ୍କେ ରିସା ଅଇବା କାତା କଇଲାଇ । ଆରି ତିପାନ୍କେ ଦାରି ବଡ୍ସବାଇ ନେଲାଇ ।
ଜିସୁକେ ବନ୍ଦି କରୁମନ୍ ତାକେ ବଡ୍ ପୁଜାରି କାୟାପାର୍ ଗରେ ନେଲାଇ । ସିତି ଦରମ୍ ଗୁରୁ ଆରି ପାର୍ଚିନ୍ମନ୍ ଟୁଲ୍ ଅଇରଇଲାଇ ।
ମାତର୍ ମୁଇ କଇଲିନି, ଜେ ମିସା ବାଇକେ ରିସା ଅଇସି, ତାକେ ସବାଟାନେ ବିଚାର୍ନା କରାଅଇସି । ଜେ ବାଇକେ ଏ ବେକାର୍ଟାସେ ବଲି କଇସି, ତାକେ ବଡ୍ ସବାଟାନେ ବିଚାର୍ନା କର୍ବାକେ ଆନ୍ବାଇ, । ଆରି ଜେ ବାଇକେ ଏ ବକୁଆଟାସେ ବଲି କଇସି, ତାର୍ପାଇ ନରକର୍ ଜଇଟାନେ ପିଙ୍ଗାଇଅଇବା ବିପଦ୍ ଆଚେ ।
ଦିନେକ୍ ଜିସୁ ମନ୍ଦିରେ ଲକ୍ମନ୍କେ ମାପ୍ରୁର୍ ନିମାନ୍ କାତାର୍ ସିକିଆ ଦେଇତେରଇଲା । ସେବେଲାଇ ମୁକିଅ ପୁଜାରିମନ୍, ନିୟମ୍ ସିକାଇଦେବା ଲକ୍ମନ୍ ଆରି ପାର୍ଚିନ୍ମନ୍ ଜିସୁର୍ ଲଗେ ଆସି ପାଚାର୍ଲାଇ ।
ମାତର୍ ସେ ଗଡର୍ ବଡ୍ ଲକ୍ମନ୍ ଆରି ପର୍ମେସର୍କେ ଉପାସନା କର୍ବା ଉପର୍କେ ରଇବା ଜିଉଦି ନ ଅଇଲା ମାଇଜିମନ୍କେ ସୁତ୍ରାଇକରି, ତେଇର୍ ଜିଉଦିମନ୍, ପାଉଲ୍ ଆରି ବର୍ନବାକେ ବିରଦ୍ କଲାଇ । ସେମନ୍ ତାଉଁକେ ତାଡ୍ନା ଦେବାର୍ ଆରାମ୍ କଲାଇ । ଆରି ସେ ଜାଗାଇଅନି ବାର୍ କରିଦେଲାଇ ।
ମାତର୍ ଜନ୍ ଜିଉଦିମନ୍ ସେ ବାକିଅ ବିସ୍ବାସ୍ କରତ୍ନାଇ, ସେମନ୍ ଜିଉଦି ନ ଅଇଲା ଲକ୍ମନ୍କେ ବେମ୍ଜା କରି, ବିସ୍ବାସି ବାଇମନ୍କେ ବିରଦ୍ କରାଇଲାଇ ।
ମାତର୍ ଜେଡେବଲ୍ ତେସ୍ଲନିର୍ ଜିଉଦିମନ୍ ସୁନ୍ଲାଇ ଜେ ବେରିଆତେଇ ମିସା ପାଉଲ୍ ପରମେସରର୍ ବାକିଅ ଜାନାଇଲାନି, ସେମନ୍ ତେଇ ଆସି ପାଉଲର୍ ବିରଦେ ଗଣ୍ଡ୍ଗଲ୍ କର୍ବାକେ ଲକ୍ମନ୍କେ ଉସ୍କାଇଲାଇ ।
ଗାଲିୟନ୍ ଆକାୟର୍ ରମିଅ ସାସନ୍କାରିଆ ରଇଲା ବେଲେ, ଜିଉଦିମନ୍ ଏକ୍ଜୁଟ୍ଅଇ ପାଉଲ୍କେ ଦାରି ବିଚାର୍ନା ଜାଗାଇ ନେଲାଇ ।
ଏ ସୁକଲ୍ ଅଇବା କାମର୍ ସାତ୍ ଦିନ୍ ଗାଲା ପଚେ, ଆସିଆ ରାଇଜର୍ କେତେଟା ଜିଉଦିମନ୍ ପାଉଲ୍କେ ମନ୍ଦିରେ ଦେକ୍ଲାଇ, ସେମନ୍ ତେଇ ରୁଣ୍ଡ୍ଲା ଲକ୍ମନ୍କେ ଉସ୍କାଇକରି ପାଉଲ୍କେ ଦାର୍ଲାଇ ।
ସେମନ୍ ପେରିତ୍ ସିସ୍ମନ୍କେ ଦାରି ବାନ୍ଦିକରି ବନ୍ଦିଗରେ ସଙ୍ଗଇଲାଇ ।
ପେରିତ୍ ସିସ୍ମନ୍କେ ବିତ୍ରେ ଡାକିଆନି ବଡ୍ସବାର୍ ମୁଆଟେ ଟିଆ କରାଇଲାଇ, ଆରି ବଡ୍ ପୁଜାରି ସେମନ୍କେ ପାଚାର୍ଲା ।
ଏଲେମିସା ସେ “ମସାର୍ ବିରଦେ ଆରି ପର୍ମେସରର୍ ବିରଦେ କାତା କଇବାଟା ଆମେ ସୁନ୍ଲୁ ।” ବଲି, ଏ ମିଚ୍ ସାକି ଦେବାକେ କେତେ ଲକ୍କେ ଲାଁଚ୍ ଦେଇ ଉସ୍କାଇଲାଇ ।