ପେରିତ୍ 6:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ସେଟାର୍ ପାଇ ଏ ବାଇବଇନିମନ୍, ତମର୍ ବିତ୍ରେଅନି ସୁକଲ୍ଆତ୍ମାଇ ଆରି ଗିଆନେ ପୁରାପୁରୁନ୍ ଅଇରଇବା ଲକ୍ ବଲି ସବୁଲକ୍ ଜାନିରଇବା ସାତ୍ ଲକ୍କେ ବାଚା । ଆମେ ସେମନ୍କେ ଏ ସବୁ ବିସଇ କର୍ବାକେ ଦାଇତ୍ ଦେବୁ । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
ବିନ୍ ଲକ୍ ଦେକ୍ବା ଇସାବେ, ସେ ବେସି ଦରମ୍ ଅଇ, ବିନ୍ ଲକ୍କେ ସାଇଜ କର୍ବାର୍ ଆଚେ । ଜେନ୍ତାରି କି ନିଜର୍ ପିଲାମନ୍କେ ନିକ ସଙ୍ଗ୍ ବଡାଇରଇସି, ଆଇଲା ଲକ୍ମନ୍କେ ଗତିଆ ଇସାବେ ଡାକ୍ସି, ପର୍ମେସରର୍ ସୁକଲ୍ ଲକ୍ମନର୍ ଗଡ୍ ଦଇଦେଇସି, ଦୁକ୍ କସ୍ଟେ ରଇବା ଲକ୍ମନ୍କେ ସାଇଜ କର୍ସି, ଲକ୍ମନ୍କେ ସାଇଜ କର୍ବାକେ ବିନ୍ ବିନ୍ କାମ୍ କର୍ତେରଇସି ।