4 ସେନ୍ତାର୍ ଆଲେ ପାର୍ତନା ଆରି ପର୍ମେସରର୍ ବାକିଅ ସିକାଇବାକେ ଆମେ ସବୁ ଦିଆନ୍ ଦେଇପାରିଅଇସି ।”
ଜିକରିୟ ତାର୍ ସେବା କର୍ବା ପାଲି ଦିନ୍ ସବୁ ସାର୍ଲା ପଚେ ତାର୍ ଗରେ ଉଟିଗାଲା ।
ସେମନ୍ ତର୍କେତର୍ ଗଟେକ୍ ଦଲ୍ ଇସାବେ ପାର୍ତନା କର୍ବାକେ ରୁଣ୍ଡ୍ତେ ରଇଲାଇ । ଆରି ସେମନର୍ସଙ୍ଗ୍ ଜିସୁର୍ ଆୟା ମରିୟମ୍, ବିନ୍ ମାଇଜିମନ୍ ଆରି ଜିସୁର୍ ବାଇମନ୍ ମିସା ମିସ୍ତେରଇଲାଇ ।
ସେମନ୍ ପେରିତ୍ମନ୍ ସିକାଇଲା ବିସଇ ମାନ୍ଲାଇ । ମିସିବିଡି ରଇବାକେ, ମିସିକରି କାଇବାକେ, ଆରି ପାର୍ତନା କର୍ବାକେ ।
ମୁଇ ମର୍ ସବୁ ମନ୍ପରାନ୍ ଦେଇ ଜନ୍ ପରମେସର୍କେ ସେବା କଲିନି, ଆରି ଜନ୍ ପରମେସରର୍ ପଅର୍ ସୁବ୍ କବର୍ ଜାନାଇଲିନି, ସେ ପରମେସର୍ ମର୍ ସାକି ।
ସୁବ୍କବର୍ ସୁନାଇଲିନି ବଲି ମର୍ ବଡ୍ପନ୍ ଅଇବା ଅଦିକାର୍ ନାଇ, କାଇକେବଇଲେ ଏଟା ମକେ ତିଆରିରଇବା କାମ୍ । ଜଦି ମୁଇ ସୁବ୍କବର୍ ନ ଜାନାଇଲେ ମକେ ବଡ୍ ଡଣ୍ଡ୍ ମିଲ୍ସି ।
ପାର୍ତନା କଲାବେଲେ ସବୁତର୍ ତମର୍ପାଇ ସାର୍ଦାସଙ୍ଗ୍ ପାର୍ତନା କଲିନି ।
କାଇକେବଇଲେ ତମର୍ପାଇ, ଲାଉଦିକିଆର୍ ଲକ୍ମନ୍କେ ଆରି ଏବେ ଜେତ୍କି ଲକ୍ ମକେ ନ ଦେକିରଇଲାଇ, ସେ ସବୁଲକର୍ ପାଇ, ମୁଇ କେତେକ୍ କସ୍ଟ କଲିନି, ସେଟା ତମେ ଜାନା ବଲିକରି ମନ୍କଲିନି ।
ଏପାପ୍ରା ତାର୍ ଜୁଆର୍ ଜାନାଇଲାନି । ସେ ମିସା ତମର୍ ନଅରର୍ ଲକ୍ । ସେ ମିସା ଗଟେକ୍ ଜିସୁକିରିସ୍ଟର୍ ଗତିଦାଙ୍ଗ୍ଡା । ସେ ତମର୍ପାଇ ସବୁବେଲେ ମନ୍ଦିଆନ୍ ଦେଇ ପାର୍ତନା କରିଲାଗିରଇସି । ଜେନ୍ତିକି ତମେ ଡାଟ୍ ଅଇ ସିଦ୍ ଅଇସା ଆରି ପର୍ମେସର୍ ତମ୍କେ କରା ବଲି ମନ୍କଲାଟା ଜାନିରଇସା ।
“ମାପ୍ରୁ ତକେ ସର୍ପିଦେଲା କାମ୍ ତୁଇ କରିସାରାଇବାର୍ ଆଚେ ଆକା” ବଲି ଆର୍କିପସ୍କେ କୁଆ ।
ସୁବ୍ କବର୍ ସବୁକେ ଜାନାଆ । ଲକ୍ମନ୍ ସେଟା ସୁନ୍ବାକେ ମନ୍ କଲାବେଲେ କି ନ ସୁନ୍ବା ବେଲେ ସେଟା ଜାନାଇବାକେ ଜାଗିର । ବୁଲ୍କରି କାରାପ୍ କାମ୍ କର୍ବା ଲକ୍ମନ୍କେ ସେଟା ଚାଡ୍ବାକେ ଡାଟ୍ ସଙ୍ଗ୍ କ । ଆସା ନ ଚାଡି ପର୍ମେସରର୍ ବାକିଅ ସିକାଇତେର । ସେମନ୍କେ ନିକ କାମ୍ କର୍ବାକେ ସାର୍ଦା କରାଆ ।