ପେରିତ୍ 6:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ବିସ୍ବାସିମନ୍ ଏ ସାତ୍ଲକ୍କେ ପେରିତ୍ମନର୍ ଲଗେ ଆନ୍ଲାଇ । ସେମନ୍କେ, ଆତ୍ ସଙ୍ଗଇ ପାର୍ତନା କଲାଇ । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”