ପେରିତ୍ 6:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ କେତେଲକ୍ ତାକେ ବିରଦ୍ କଲାଇ । ଏମନ୍ ଗତି କଟ୍ବାତେଇଅନି, ମୁକ୍ଲିରଇବା ଜିଉଦିମନ୍କେ ନେଇ, ଅଇରଇବା ପାର୍ତନା ଗରର୍ କେତେ ଲକ୍, ସେମନର୍ ବିତ୍ରେଅନି କେତେଲକ୍ ସାରିଆ ଅନି, କେତେକ୍ ଆଲେକ୍ଜାଣ୍ଡ୍ରିଆ ଅନି । ସେମନ୍ ସିଲିସିଆ ଅନି ଆରି ଆସିଆଇଅନି ଆସିରଇବା ବିନ୍ ଜିଉଦିମନର୍ ସଙ୍ଗ୍ ମିସିକରି ତିପାନର୍ ବିରଦେ ଦଦାପେଲା ଅଇଲାଇ । အခန်းကိုကြည့်ပါ။ |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।