1 ବଡ୍ ପୁଜାରି ତିପାନ୍କେ ପାଚାର୍ଲା, “ତର୍ ବିରୁଦେ କଇବା ଏ ସବୁ କାତା ସତ୍ କି ?”
ସେଡ୍କି ବେଲେ ବଡ୍ସବାଇ ବସି ରଇବା ସବୁ ଲକ୍ ଆକିଗାଡି ତିପାନର୍ ବାଟେ ଦେକ୍ଲାଇ ଜେ, ଏଦେ ଦେକା ! ତାର୍ ମୁ ସରଗର୍ ଦୁତ୍ ପାରା ଡିସ୍ତେ ରଇଲା ।
ତିପାନ୍ କଇଲା, “ଇତି ରଇବା ମର୍ ବାଇମନ୍ ଆରି ବାବାମନ୍ ଅଲପ୍ ସୁନା, ଆମର୍ ଆନିଦାଦି ଅବ୍ରାଆମ୍ ଆରନେ ବାସା ଅଇବାକେ ଜିବା ଆଗ୍ତୁ ମଇମା କର୍ବା ପର୍ମେସର୍ ମେସପଟାମିଆଇ ଦେକାଇଅଇଲା ।”