17 ପର୍ମେସର୍ ଅବ୍ରାଆମ୍ ଜନ୍ ସପତ୍ ଦେଇ ରଇଲା ସେଟା ସିଦ୍ଅଇଲା । ମିସର୍ଦେସେ ଆମର୍ ଜାତିର୍ ଲକ୍ମନ୍ ବେସି ବଡି ଗାଲାଇ ।
ଇସ୍ରାଏଲ୍ ଜାତିର୍ ପରମେସର୍ ଆମର୍ ଆନିଦାଦିମନ୍କେ ବାଚ୍ଲା । ଆରି ମିସର୍ ଦେସେ ସେମନ୍ ପର୍ଦେସିଅଇ ରଇତେ ରଇଲା ବେଲେ, ଗଟେକ୍ ବଡ୍ ଜାତି କଲା । ପରମେସର୍ ତାର୍ ବଡ୍ ବପୁ ସଙ୍ଗ୍ ସେମନ୍କେ ମିସରେଅନି ବାର୍କରାଇ ଆନ୍ଲା ।
ସେବେଲେ ପର୍ମେସର୍ ଅବ୍ରାଆମ୍କେ ଏନ୍ତିବଲି କଇରଇଲା, “ତମର୍ ନାତିତିତିମନ୍ ବିନ୍ ଦେସେ ଚାଲିସ୍ ବରସ୍ ଜାକ ଗତି ଅଇକରି ରଇବାଇ । ସେ ଦେସର୍ ଲକ୍ ସେମନ୍କେ କରାପ୍ ଚଲାଚଲ୍ତି ଦେକାଇବାଇ ।