ପେରିତ୍ 7:2 - ସତିଅର୍ ବାଟ୍ ନୁଆ ନିୟମ୍ 20202 ତିପାନ୍ କଇଲା, “ଇତି ରଇବା ମର୍ ବାଇମନ୍ ଆରି ବାବାମନ୍ ଅଲପ୍ ସୁନା, ଆମର୍ ଆନିଦାଦି ଅବ୍ରାଆମ୍ ଆରନେ ବାସା ଅଇବାକେ ଜିବା ଆଗ୍ତୁ ମଇମା କର୍ବା ପର୍ମେସର୍ ମେସପଟାମିଆଇ ଦେକାଇଅଇଲା ।” အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।