24 ଇସ୍ରାଏଲିଅ ମନର୍ ବିତ୍ରେଅନି ଗଟେକ୍କେ ମିସରିୟର୍ ଗଟେକ୍ ଲକ୍ ସାଦ୍ବାନ୍ଦ୍ କର୍ବାଟା ଦେକି ମସା ତାକେ ରକିଆ କଲା । ଆରି ସେ କର୍ବାଟା ସୁଜାଇବି ବଲି ମିସରିଅକେ ସେ ମରାଇଲା ।
ଜେଡେବେଲେ ମସାକେ ଚାଲିସ୍ ବରସ୍ ଅଇଲା, ସେ ତାର୍ ଇସ୍ରାଏଲର୍ ବାଇମନ୍ କାମ୍ କର୍ବା ଜାଗା ଦେକ୍ବାକେ ମନ୍କଲା ।
ମସା ବାବିରଇଲା, ସେମନ୍କେ ମୁକ୍ଲାଇବାକେ ପର୍ମେସର୍ ତାକେ ବାଚ୍ଲାଆଚେ ବଲି ତାର୍ ନିଜର୍ ବାଇମନ୍ ଏତାଇବାଇ । ମାତର୍ ସେମନ୍ ସେଟା ବୁଜତ୍ନାଇ ।
କାଲି ଜେନ୍ତି ଗଟେକ୍ ମିସରିୟକେ ମରାଇଲୁସ୍, ସେନ୍ତି ମକେ ମିସା ମରାଇବାକେ ମନ୍ କଲୁସ୍ନି କି ?”