ପେରିତ୍ 7:26 - ସତିଅର୍ ବାଟ୍ ନୁଆ ନିୟମ୍ 202026 ତାର୍ ଆର୍କର୍ ଦିନେ ଦୁଇଟା ଇସ୍ରାଏଲିଅ ମନ୍ ମାରାମାରି ଅଇତେରଇବାଟା ଦେକ୍ଲା । ଆରି ସେମନ୍ ମିସତ୍ ବଲି ବୁଜାଇବାକେ ଚେସ୍ଟା କଲା । ସେ କଇଲା, “ସୁନା ତମେ ଦୁଇ ଲକ୍ତା ଇସ୍ରାଏଲର୍ ବାଇବାଇ ଅଇସା । କାଇକେ ଏନ୍ତାରି ମାରାମାରି ଅଇଲାସ୍ନି ?” အခန်းကိုကြည့်ပါ။ |