3 ଆରି ତାକେ କଇଲା, 'ତମର୍ ଦେସ୍ ଆରି ତମର୍ କୁଟୁମ୍କେ ଚାଡିକରି ମୁଇ ଜନ୍ ଦେସ୍ ଦେକାଇବି, ସେ ଦେସେ ଜା ।
“କେମିସା ଜଦି ନିଜର୍ ମାବାବାକେ ମର୍ତେଇଅନି ଅଦିକ୍ ଆଲାଦ୍ କର୍ସି, ସେ ମର୍ ସିସ୍ ଅଇନାପାରେ । ଆରି ଜନ୍ ଲକ୍ ମକେ ଆଲାଦ୍ କର୍ବାଟାନେ ଅନି ନିଜର୍ ପିଲାଟକିକେ ଅଦିକ୍ ଆଲାଦ୍ କର୍ସି ବଇଲେ ସେ ମର୍ ସିସ୍ ଅଇବାକେ ଅଦିକାର୍ ନ ପାଏ ।
ତମେମିସା ସେନ୍ତାରିସେ ମର୍ ସିସ୍ ଅଇବାକେ ମନ୍ କଲେ ତମର୍ତେଇ ରଇଲା ସବୁଟା ଚାଡିଦେବାକେ ମନ୍ କର୍ବାର୍ ଆଚେ । ନଇଲେ ତମେ ମର୍ ସିସ୍ ଅଇ ନାପାରାସ୍ ।”
ତେବର୍ପାଇ ସେ ତାର୍ ଦେସ୍ ଚାଡିକରି ଆରାନ୍ ନାଉଁର୍ ଗଟେକ୍ ଦେସେ ବାସା ଅଇବାକେ ଗାଲା । ଅବ୍ରାଆମର୍ ବାବା ମଲା ପଚେ, ପର୍ମେସର୍ ତାକେ, ତମେ ରଇବା ଏ ଦେସେ ଆନ୍ଲା ।
ତେବେ ମାପ୍ରୁ କଇଲାନି, “ ଜନ୍ ଲକ୍ମନ୍ ମର୍ ସଙ୍ଗ୍ ଆସତ୍ ନାଇ, ସେ ମାନ୍ଦାଇ ଅନି ଚାଡି କରି ବେଗ୍ଲି ଉଟିଆସା । ସୁକଲ୍ ନ ରଇବା କାଇଟା ମିସା ଚିଆନାଇ । ସେନ୍ତାର୍ଆଲେ ମୁଇ ତମ୍କେ ଡାକିନେବି ।”
ଅବ୍ରାଆମ୍ ମିସା ତାର୍ ବିସ୍ବାସର୍ ଲାଗି ପର୍ମେସରର୍ କାତା ମାନ୍ଲା । ପର୍ମେସର୍ ତାର୍ପାଇ ସଙ୍ଗଇରଇବା ଗଟେକ୍ ଦେସେ ଜା ବଲି କଇଲାକେ, ସେ ଦାପ୍ରେ ମାନ୍ଲା ଆରି ବାରଇଲା । ସେ କନ୍ତି ଗାଲିନି ବଲି ନାଜାନି ରଇଲେ ମିସା ସେ ସେନ୍ତାର୍ କଲା ।