31 ମସା ଏଟା ଦେକି ବେସି କାବା ଅଇଗାଲା, ଆରି କଣ୍ଡେକ୍ ନିକକରି ଦେକ୍ବି ବଲି ବୁଟା ଲଗେ ଗାଲା । ମାତର୍ ତେଇ ସେ ମାପ୍ରୁର୍ କାତା ସୁନ୍ଲା ।
ଜିସୁ ଏଟା ସୁନି କାବା ଅଇଗାଲା, ଆରି ତାର୍ ସଙ୍ଗ୍ ଆଇବା ଲକ୍ମନ୍କେ କଇଲା, “ମୁଇ ସତ୍ କଇଲିନି, ଇସ୍ରାଏଲ୍ ବିତ୍ରେ କନ୍ ଲକର୍ଟାନେ ମିସା ଏ ଲକର୍ ପାରା ବିସ୍ବାସ୍ ମୁଇ ଦେକିନାଇ ।
“ଚାଲିସ୍ ବରସ୍ ରଇଲା ପଚେ, ମରୁବାଲି ରଇବା ଜାଗାର୍ ସିନୟ ନାଉଁର୍ ପର୍ବତେ ଗଟେକ୍ ଜଇ ଲାଗ୍ବା ବୁଟାର୍ ମଜାଇ ପର୍ମେସରର୍ ଗଟେକ୍ ଦୁତ୍, ମସାକେ ଦେକାଇ ଅଇଲା ।”
“ମୁଇ ତମର୍ ଆନିଦାଦି ଅବ୍ରାଆମ୍, ଇସାକ୍ ଆରି ଜାକୁବର୍ ପର୍ମେସର୍ ।” ମସା ଡରିକରି ତର୍ତର୍ ଗଜ୍ଗଜ୍ ଅଇ ଦେକ୍ବାର୍ ନାପାର୍ଲା ।