ପେରିତ୍ 7:38 - ସତିଅର୍ ବାଟ୍ ନୁଆ ନିୟମ୍ 202038 “ଇସ୍ରାଏଲିଅ ଲକ୍ମନ୍ ମରୁବାଲି ବୁଏଁ ରଇଲାବେଲେ ସେ ସେମନର୍ ସଙ୍ଗ୍ ରଇଲା । ସିନୟ ପର୍ବତେ ଆମର୍ ଆନିଦାଦିମନର୍ ସଙ୍ଗ୍ ଦୁତ୍ କାତା ଅଇଲାବେଲେ ସେ ରଇଲା । ଆରି ସେ ପର୍ମେସର୍ଟାନେଅନି ଜିବନ୍ ଦେବା ବାକିଅ ମିଲାଇକରି ଆମ୍କେ ଜାନାଇଲା ।” အခန်းကိုကြည့်ပါ။ |
ଜନ୍ ଲକ୍ମନ୍ କବର୍ ଜାନାଇଲାଇନି, ଆମେ ପର୍ମେସରର୍ କବର୍ ଜାନାଇଲୁନି, ବଲି ଜାଗ୍ରତ୍ ରଇବାର୍ ଆଚେ । ଜନ୍ ଲକ୍ମନ୍ ତାକର୍ ବାଇବଇନିମନ୍କେ ସେବା କଲାଇନି, ଆମେ ପର୍ମେସର୍ ବପୁ ଦେଲାକେସେ, ସେବାକଲୁନି ବଲି ଏତାଅତ୍ । ତମେ କରିରଇବା ସବୁ କାମେ ଜିସୁକିରିସ୍ଟର୍ଟାନେଅନି ପର୍ମେସର୍ ଡାକ୍ପୁଟା ପାଅ । ସେ ଆକା କାଲ୍ କାଲ୍ ଜୁଗ୍ ଜୁଗ୍ ମଇମା ଆରି ବପୁ ପାଇସି । ଆମେନ୍ !