39 “ମାତର୍ ଆମର୍ ପୁର୍ବର୍ ଆନିଦାଦିମନ୍ ମସାର୍ କାତା ସୁନତ୍ ନାଇ । ମିସର୍ ଦେସେ ବାଉଡି ଜୁ ବଲି ମନ୍କଲାଇ ।”
ମାତର୍ ଜନ୍ ଲକ୍ ଆରିଗଟେକ୍ ଲକ୍କେ କାରାପ୍ କାତା କଇ ଲାଗ୍ତେରଇଲା, ସେ ମସାକେ ଏଡାଇଦେଇ କଇଲା, “ଆମ୍କେ ସାସନ୍ କର୍ବାକେ ଆରି ଆମ୍କେ ବିଚାର୍ କର୍ବା ଅଦିକାର୍, କେ ତକେ ଦେଇଆଚେ ?
ମାତର୍ ପର୍ମେସରର୍ ବାକିଅ ଜାନାଇବା ଦାନ୍, ଜାନାଇବା ଲକର୍ ତଲିଆ ରଇବା ଦର୍କାର୍ ।