ପେରିତ୍ 7:43 - ସତିଅର୍ ବାଟ୍ ନୁଆ ନିୟମ୍ 202043 ମଲେକ୍ ପୁତ୍ଲାକେ ପର୍ମେସର୍ ବଲି ତାର୍ ତମୁ ଗଟେକ୍ ଜାଗାଇଅନି ଆରିଗଟେକ୍ ଜାଗାଇ ବଇନେଲାସ୍ । ରେପାନ୍ ତାରାର୍ ପୁତ୍ଲା ମିସା ଗଟେକ୍ ଜାଗାଇଅନି ଆରିଗଟେକ୍ ଜାଗାଇ ବଇନେଲାସ୍ । ଏ ସବୁଜାକ ପୁତ୍ଲାମନ୍କେ ତମେ ପୁଜାବିଦି କର୍ବାକେ ବନାଇରଇଲାସ୍ । ସେଟାର୍ପାଇ ମୁଇ ତମ୍କେ ତମର୍ ନିଜର୍ ଦେସେଅନି ବାବିଲନ୍ ଦେସର୍ ତେନ୍କେ ନେବାକେ ଜଜ୍ନା କର୍ବି ।” အခန်းကိုကြည့်ပါ။ |