ପେରିତ୍ 7:44 - ସତିଅର୍ ବାଟ୍ ନୁଆ ନିୟମ୍ 202044 ତିପାନ୍ ଆରି କଇଲା, “ମରୁବାଲିବୁଏଁ ଆମର୍ ଆନିଦାଦିମନ୍ ରଇଲାବେଲେ ପର୍ମେସର୍ ସେମନ୍କେ ଲେକି ଦେଇରଇବା ନିୟମ୍ ମନ୍ ବିତ୍ରେ ରଇଲା । ସେଟା ପର୍ମେସର୍ ମସାକେ ଜେନ୍ତି ତମୁ ତିଆର୍ କର୍ବାକେ କଇରଇଲା, ଆରି ତାକେ ଜନ୍ କାମ୍ ଦେକାଇ ରଇଲା, ଏଟା ସେନ୍ତାରିସେ ତିଆର୍ ଅଇରଇଲା ।” အခန်းကိုကြည့်ပါ။ |
ମାତର୍ ତାକର୍ ସେବା କର୍ବା ଜାଗା ସର୍ଗେ ରଇବା ସତ୍ ବିସଇ ଅବ୍କା ଗଟେକ୍ ଚାଇପାରା । ସମାନ୍ ସେନ୍ତାରିସେ ମସାର୍ ବେଲେ ଅଇଲା । ସେ ଜେଡେବଲ୍ ଗଟେକ୍ ତୁମ୍କୁଡିଆ ତିଆର୍ କର୍ବାକେ ଜାଇତେରଇଲା, ପରମେସର୍ ତାକେ ତିଆର୍ଲା, “ଜାଗ୍ରତ୍ ! ତୁଇ ସୁକଲ୍ ତୁମ୍କୁଡିଆଇ ଜେତ୍କି କର୍ସୁ ବଇଲେ, ମୁଇ ତକେ ସେଟା ପର୍ବତେ ଦେକାଇଲା ରକାମ୍ କର୍ବାର୍ ଆଚେ ।”