48 ଅଇଲେ ମିସା ସବୁର୍ ଉପ୍ରର୍ ପର୍ମେସର୍ ଲକ୍ମନ୍ ତିଆର୍ କଲା ଗରେ ବାସା ନ କରେ । ଏ ବିସଇ ବବିସତ୍ବକ୍ତା ଲେକ୍ଲା ଆଚେ,
ସେ ଗଟେକ୍ ଡାକ୍ପୁଟା ଲକ୍ ଅଇସି ଆରି ସବୁର୍ ଉପ୍ରେ ରଇବା ପର୍ମେସରର୍ ପଅ ବଲି କଇବାଇ, ସରଗର୍ ମାପ୍ରୁ ତାକେ, ତାର୍ ଆନିଦାଦି ଦାଉଦର୍ ପାରା ରାଜା କରାଇସି ।
ଆମର୍ ଗାଗଡ୍ ତୁମ୍ ଟାନିକରି ବାନ୍ଦିରଇବା ଗର୍ପାରା । ଆରି ଆମେ ଜାନୁ ଜେ ଜେଡେବେଲେ ମିସା ଏଟା ବାଙ୍ଗି ଜାଇସି, ତେବେ ସର୍ଗେ ରଇବାପାଇ ଆମ୍କେ ଗଟେକ୍ ଗର୍ ଆଚେ । ଏଟା ନିଜେ ପର୍ମେସର୍ ତିଆର୍ କଲାଟା । ସେଟା କେବେ ବିନାସ୍ ନ ଅଏ । ସବୁ ଦିନର୍ପାଇ ରଇସି ।