53 ତମେ ସରଗର୍ ଦୁତ୍ମନ୍ ଜାନାଇରଇବା ରିତିନିତି ଦାରିଆଚାସ୍ । ମାତର୍ ସେଟା ମାନାସ୍ ନାଇ ।
ମସା ତମ୍କେ ନିୟମ୍ ଦେଲା ଆଚେ, ଏଟା ସତ୍ । ମାତର୍ ତମର୍ ବିତ୍ରେ କେ ମିସା ଏ ନିୟମ୍ ମାନାସ୍ ନାଇ । ତମେ କାଇକେ ମକେ ମରାଇବାକେ ଚେସ୍ଟା କଲାସ୍ନି ?”
“ଇସ୍ରାଏଲିଅ ଲକ୍ମନ୍ ମରୁବାଲି ବୁଏଁ ରଇଲାବେଲେ ସେ ସେମନର୍ ସଙ୍ଗ୍ ରଇଲା । ସିନୟ ପର୍ବତେ ଆମର୍ ଆନିଦାଦିମନର୍ ସଙ୍ଗ୍ ଦୁତ୍ କାତା ଅଇଲାବେଲେ ସେ ରଇଲା । ଆରି ସେ ପର୍ମେସର୍ଟାନେଅନି ଜିବନ୍ ଦେବା ବାକିଅ ମିଲାଇକରି ଆମ୍କେ ଜାନାଇଲା ।”
ତେବେ ନିୟମ୍ କାଇକେ ଦିଆଅଇଲା ? ମୁନୁସର୍ ସତ୍ ନ ଅଇବା ସବୁ କାମ୍ ଦେକାଇ ଦେବାକେ ଦିଆଅଇଲା । ଆରି ଅବ୍ରାଆମର୍ ଜନ୍ କୁଟୁମ୍ ଦେକି ପରମେସର୍ ସେ ସପତ୍ କରିରଇଲା, ସେ ଲକ୍ ଆଇବା ଜାକ ନିୟମର୍ ଦର୍କାର୍ ରଇଲା । ପର୍ମେସର୍ ଗଟେକ୍ ଲକ୍କେ ମାଲାକାରିଆ କରାଇ ସରଗର୍ ଦୁତ୍ମନର୍ ଆତେ ନିୟମ୍ ପାଟାଇରଇଲା ।
କାଇକେ ବଇଲେ ଜନ୍ ଲକ୍ମନ୍ ସୁନତ୍ ବିଦିକେ ଟିକ୍ ବଲି କଇଲାଇନି, ସେମନ୍ ନିଜେ, ମସାର୍ ସବୁ ନିୟମ୍ ମାନତ୍ ନାଇ । ଜେନ୍ତି କି ତମେ ସୁନତ୍ ଅଇ ସେମନର୍ବାଟେ ମିସ୍ଲାସ୍ । ଏଟା ନେଇକରି ବଡ୍ପନ୍ ଅଇବାଇ ।
କାଇକେ ବଇଲେ ପୁର୍ବେ ପର୍ମେସର୍ ସରଗ୍ ଦୁତ୍ମନର୍ ଅନି ଜାନାଇ ଆଚେ, ସେଟା ସତ୍ ବଲି ପର୍ମାନ୍ ଅଇଆଚେ, ଜନ୍ ଲକ୍ମନ୍ ସେଟା ମାନତ୍ ନାଇ, ସେମନ୍ ଡଣ୍ଡ୍ ପାଇଆଚତ୍ ।