ପେରିତ୍ 7:55 - ସତିଅର୍ ବାଟ୍ ନୁଆ ନିୟମ୍ 202055 ମାତର୍ ତିପାନ୍ ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇ ସରଗ୍ ବାଟେ ମୁ କଲା । ଆରି ପର୍ମେସରର୍ ମଇମା ଆରି ଜିସୁ ତାର୍ ଉଜାବାଟେ ଟିଆଅଇରଇବାଟା ଦେକ୍ଲା । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।