ପେରିତ୍ 8:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ସାଉଲ୍ ତିପାନର୍ ମରନେ ରାଜିଅଇକରି ତେଇ ରଇଲା । ସେ ଦିନେଅନି ଜିରୁସାଲାମେ ରଇବା ମଣ୍ଡଲିମନ୍କେ ଲକ୍ମନ୍ ଜବର୍ ତାଡ୍ନା ଦେବାର୍ ଆରାମ୍ କଲାଇ । ସେଟାର୍ପାଇ ପେରିତ୍ ସିସ୍ମନ୍ ତେଇରଇଲାଇ ଆରି ବିନ୍ ବିସ୍ବାସିମନ୍ ଜିବନ୍ ଆତେଦାରି ଜିଉଦା ଆରି ସମିରଣ୍ ଜାଗାଇ ପାଲାଇଲାଇ । အခန်းကိုကြည့်ပါ။ |
ସେଟାର୍ ପାଇ ମୁଇ ତମ୍କେ କଇଲିନି, ତମର୍ ଲଗେ ବବିସତ୍ବକ୍ତାମନ୍କେ, ସିକାଇବା ଗୁରୁମନ୍କେ ଆରି ଗିଆନ୍ ରଇବା ବଡ୍ ଲକ୍ମନ୍କେ ମୁଇ ପାଟାଇବି । ତାକର୍ ବିତ୍ରେଅନି ତମେ କେତେ ଲକ୍କେ ମରାଇସା, କେତେ ଲକ୍କେ କୁର୍ସେ ଚଗାଇସା, ଆରି ବାକି ଲକ୍ମନ୍କେ ପାର୍ତନା ଗରେଅନି କର୍ଡା ସଙ୍ଗ୍ ମାରି ମାରି ଗଟେକ୍ ନଅରେ ଅନି ଆରିଗଟେକ୍ ନଅରେ କେଦି ଦେଇସା ।