16 କାଇକେ ବଇଲେ ସେଡ୍କିବେଲ୍ ଜାକ କାର୍ ଉପ୍ରେ ସୁକଲ୍ ଆତ୍ମା ଉତ୍ରି ନ ରଇଲା । ସେମନ୍କେ ଜିସୁକିରିସ୍ଟର୍ ନାଉଁଦାରି ଅବ୍କାସେ ଡୁବନ୍ ଦେଇରଇଲା ।
ତେବେ ତମେ ଦେସ୍ମନ୍କେ ରଇବା ସବୁ ବାସାର୍ ଲକ୍ମନର୍ ଲଗେ ଜାଇ, ସେମନ୍କେ ମର୍ ସିସ୍ କରାଆ । ବାବା, ପଅ ଆରି ସୁକଲ୍ ଆତ୍ମାର୍ ନାଉଁଦାରି ସେମନ୍କେ ଡୁବନ୍ ଦିଆସ୍ ।
ସେମନ୍କେ ପାଚାର୍ଲା “ତମେ ବିସ୍ବାସି ଅଇବା ବେଲାଇ ସୁକଲ୍ ଆତ୍ମା ପାଇରଇଲାସ୍ କି ?” ସେମନ୍ କଇଲାଇ, “ସୁକଲ୍ ଆତ୍ମା ଆଚେ ବଲି ଆମେ କେବେ ମିସା ସୁନୁ ନାଇ ।”
ପିତର୍ ସେମନ୍କେ କଇଲା, “ତମେ ଗଟେକ୍ ଗଟେକ୍ ଲକ୍ ପାପେଅନି ବାଉଡିକରି ଜିସୁ କିରିସ୍ଟର୍ ନାଉଁ ଦାରି ଡୁବନ୍ ନେବାର୍ ଆଚେ, ଜେନ୍ତାରି କି ତମର୍ ପାପ୍ ସବୁ କେମା ଅଇସି ଆରି ପରମେସର୍ ତମ୍କେ ସୁକଲ୍ ଆତ୍ମା ଦେଇସି ।
ତମେ ଜାନାସ୍, ଡୁବନ୍ ନେଲାକେ ଜିସୁକିରିସ୍ଟର୍ ସଙ୍ଗ୍ ମିସିକରି ଆମେ ତାର୍ ମରନେ ମିସା ମିସିଆଚୁ ।
ଆମେ ଡୁବନ୍ ନେଇକରି କିରିସ୍ଟର୍ ସଙ୍ଗ୍ ଗଟେକ୍ ଅଇଆଚୁ ଆରି ଏବେ ଜିସୁ କିରିସ୍ଟର୍ ଜିବନ୍ ରୁପର୍ ବସ୍ତର୍ ପିନ୍ଦି ଆଚୁ ।