ପେରିତ୍ 8:23 - ସତିଅର୍ ବାଟ୍ ନୁଆ ନିୟମ୍ 202023 କାଇକେ ବଇଲେ ମୁଇ ଦେକ୍ଲିନି ଜେ ତର୍ ମନ୍ ଆଁକାରେ ବର୍ତି ଅଇଆଚେ । ତୁଇ ପାପର୍ ବନ୍ଦନେ ବନ୍ଦିଅଇ ଆଚୁସ୍ ।” အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।