27 ପିଲିପ୍ ତିଆର୍ ଅଇ ସେବାଟେ ଗାଲା । ଏଦେ ଦେକା ! ଇତିଅପିଆର୍ ଗଟେକ୍ ଲକ୍ ! ସେ ଗଟେକ୍ ବେଜୁ ରଇଲା । ସେ ଜିରୁସାଲମେ ପାର୍ତନା କର୍ବାକେ ଆସିରଇଲା ।
ବିଚାର୍ କର୍ବାବେଲେ ଦକିନ୍ ଦେସେ ରଇବା ସେବା ନାଉଁର୍ ଗଟେକ୍ ଜାଗାର୍ ରାନି, ତମର୍ ଦସ୍ ଦେକାଇବାକେ ଟିଆ ଅଇସି, କାଇକେ ବଇଲେ ସଲମନର୍ ଗିଆନର୍ କାତା ସୁନ୍ବାକେ ବେସି ଦୁର୍ ଦେସେଅନି ସେ ଆସି ରଇଲା । ମାତର୍ ମୁଇ ତମ୍କେ ସତ୍ କଇଲିନି, ସଲ୍ମନର୍ ଟାନେ ଅନି ଗଟେକ୍ ବେସି ବଡ୍ ଲକ୍ ଇତି ଆଚେ ।”
ନିସ୍ତାର୍ ପରବ୍ କର୍ବାକେ ଆସିରଇବା ଲକ୍ମନର୍ ବିତ୍ରେ ଗିରିକ୍ ଲକ୍ମନ୍ ମିସା କେତେଲକ୍ ରଇଲାଇ ।
ସେ ଗଟେକ୍ ମୁକିଅ ଆରି ଇତିଅପିଆ ରାନିର୍ ବାଣ୍ଡାର୍ଗରିଆ ରଇଲା । ସେ ପର୍ମେସର୍କେ ଉପାସନା କର୍ବାକେ ଜିରୁସାଲେମ୍ ଜାଇରଇଲା । ତାର୍ ରତେ ବସି ଗରେ ବାଉଡି ଆଇତେରଇଲା । ବସିକରି ଜିସାୟ ବବିସତ୍ବକ୍ତାର୍ ବଇଟାନେଅନି ଆଉଲି ଅଇ ପଡ୍ତେରଇଲା ।
ଅବ୍ରାଆମ୍ ମିସା ତାର୍ ବିସ୍ବାସର୍ ଲାଗି ପର୍ମେସରର୍ କାତା ମାନ୍ଲା । ପର୍ମେସର୍ ତାର୍ପାଇ ସଙ୍ଗଇରଇବା ଗଟେକ୍ ଦେସେ ଜା ବଲି କଇଲାକେ, ସେ ଦାପ୍ରେ ମାନ୍ଲା ଆରି ବାରଇଲା । ସେ କନ୍ତି ଗାଲିନି ବଲି ନାଜାନି ରଇଲେ ମିସା ସେ ସେନ୍ତାର୍ କଲା ।