38 ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
ମୁଇ ସିନା ତମ୍କେ ପାପେଅନି ମନ୍ ବଦ୍ଲାଇଲାଟା ଦେକାଇଅଇବାକେ ବଲି ପାନିତେଇ ଡୁବନ୍ ଦେଲିନି, ମାତର୍ ମର୍ ପଚେ ଜେ ଆଇଲାନି, ସେ ମର୍ତେଇ ଅନି ଅଦିକ୍ ବପୁଟା । ତାର୍ ପାଦର୍ ପାଣ୍ଡଇ ମିସା ଦାରି ନେବାର୍ ମର୍ ଅଦିକାର୍ ନାଇ, ସେ ତମ୍କେ ସୁକଲ୍ଆତ୍ମାଇ ଆରି ଜଇଟାନେ ଡୁବନ୍ ଦେଇସି ।
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ଜଅନର୍ତେଇଅନି ଜିସୁକେ ଅଦିକ୍ ସିସ୍ ଅଇବାଟା ଆରି ଡୁବନ୍ ଦେବା କାତା ପାରୁସିମନ୍ ସୁନ୍ଲାଇ ।
“ଇତି ପାନି ଆଚେ, କାଇ ଅସୁବିଦା ନ ରଇଲେ ମକେ ଡୁବନ୍ ଦିଆ ।”
ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।