39 ସେମନ୍ ପାନିତେଇଅନି ବାରଇ ଆଇଲା ପଚେ, ମାପ୍ରୁର୍ ଆତ୍ମା ପିଲିପ୍କେ ଆରିଗଟେକ୍ ଜାଗାଇ ମାୟା କରି ଦେଲା, ସେ ଲକ୍ ପିଲିପ୍କେ ଆରି କେବେ ଦେକି ନାପାର୍ଲା, ମାତର୍ ସାର୍ଦାଇ ପୁରୁନ୍ ଅଇ ତାର୍ ବାଟେ ଉଟିଗାଲା ।
“ଦିନେକ୍ ଗଟେକ୍ ଲକ୍ ଜମିଟାନେ କୁନି ନେଉନେଉ ତପିଅଇରଇଲା ଦନ୍ ମିଲାଇଲା । ସେଟା ସେ ଗୁଡାଇପାକାଇଲା ଆରି ସାର୍ଦା ସଙ୍ଗ୍ ନିଜର୍ ସବୁ ଦନ୍ ବିକି ଦେଇ, ସେ ଜମି ଗେନ୍ଲା । ସରଗ୍ ରାଇଜ୍ ମିସା ଏନ୍ତାରି ତପିଅଇରଇବା ଦନ୍ ପାରା ।”
ଜିସୁ ଡୁବନ୍ ନେବାକେ ପାନି ବିତ୍ରେ ବୁଡି ବାରଇଲା ଦାପ୍ରେ ଏଦେ ଦେକା ! ସରଗ୍ ଉଗାଡି ଅଇ ରଇଲାଟା ଦେକ୍ଲା । ଆରି ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତର୍ଲା ।
ସେ ପାନିତେଇ ଅନି ବାରଇ ଆଇବାବେଲେ, ସରଗ୍ ଉଗାଡି ଅଇ ପର୍ମେସରର୍ ଆତ୍ମା ପରୁଆ ପାରା ଅଇ ଜିସୁର୍ ଉପ୍ରେ ଉତ୍ରି ଆଇବାଟା ସେ ଦେକ୍ଲା ।
ଆନ୍ଟିଅକର୍ ବିସ୍ବାସିମନ୍ ସୁକଲ୍ ଆତ୍ମାଇ ଆରି ସାର୍ଦାଇ ପୁରୁନ୍ ଅଇଲାଇ ।
ତାର୍ପଚେ ସେ ପାଉଲ୍ ଆରି ସିଲାକେ ତାକର୍ ଗରେ ଡାକିନେଇ କାଇବାକେ ଦେଲା । ତେଇ ପରମେସର୍କେ ବିସ୍ବାସ୍ କଲାର୍ ପାଇ ସେ ଆରି ତାର୍ କୁଟୁମର୍ ସବୁ ଲକ୍ମନ୍ ସାର୍ଦା ଅଇଗାଲାଇ ।
ସୁକଲ୍ଆତ୍ମା ପିଲିପ୍କେ କଇଲା, “ସେ ରତେ ଜା ଆରି ସେ ଲକର୍ ଲଗେ ର ।”
ସେ ଲକ୍ ରତ୍ ତେବାଇବାକେ ତିଆର୍ଲା । ପିଲିପ୍ ଆରି ସେ, ପାନି ବିତ୍ରେ ଗାଲାଇ ଆରି ପିଲିପ୍ ତାକେ ପାନିତେଇ ଡୁବନ୍ ଦେଲା ।
ଏଟାର୍ ପାଇ ସେ ନଅର୍ ସାଇସାର୍ଦା ଅଇରଇଲା ।
କାଇକେବଇଲେ ଆମେ ବିସ୍ବାସ୍ କଲାର୍ ପାଇସେ ତାର୍ ଜିବନ୍ ଦୁକାଇଲାଟାନେ ଆମ୍କେ ଆନି ଆଚେ । ଜନ୍ତେଇ କି ଏବେ ଆମେ ଆଚୁ । ଆମେ ବେସି ସାର୍ଦା ସଙ୍ଗ୍ ବଡ୍ପନର୍ କାତା କଇବୁ । କାଇକେବଇଲେ ପରମେସରର୍ ଡାକ୍ପୁଟାର୍ତେଇ ମିସ୍ବୁ ବଲି ଆମ୍କେ ଆସା ଆଚେ ।
କାଇକେ ବଇଲେ ଆମେସେ ସତଇସେ ପର୍ମେସରର୍ ଲକ୍ । ଆମେସେ ସୁକଲ୍ଆତ୍ମାର୍ ସାଇଜ ସଙ୍ଗ୍ ପର୍ମେସର୍କେ ଜୁଆର୍ କଲୁନି । ଆମେ ଜିସୁ କିରିସ୍ଟକେ ଡାକ୍ପୁଟା କଲୁନି । ଆମର୍ ନିଜର୍ ରିତିନିତି ସେ ମୁକିଅ ବଲି ଚଲୁନାଇ ।
ମାପ୍ରୁର୍ ସଙ୍ଗ୍ ମିସିରଇଲାର୍ପାଇ ସବୁବେଲେ ସାର୍ଦା ଅଇକରି ରୁଆ । ମୁଇ ଆରିତରେକ୍ କଇଲିନି ସାର୍ଦା ଅଇକରି ରୁଆ ।
ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ ।