ପେରିତ୍ 8:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ସେମନର୍ ବିତ୍ରେଅନି ପିଲିପ୍ ବଲି ଗଟେକ୍ ଲକ୍ ସମିରଣର୍ ମୁକିଅ ନଅରେ ଜାଇ, ତେଇ ରଇବା ଲକ୍ମନ୍କେ ମସିଅ କଇରଇବା କାତା ଜାନାଇଲା । အခန်းကိုကြည့်ပါ။ |
ଦଲର୍ ସବୁ ଲକ୍ ପେରିତ୍ ସିସ୍ମନର୍ କଇଲା କାତାଇ ରାଜିଅଇଲାଇ, ଆରି ଏ କାମ୍ କର୍ବାକେ ବିସ୍ବାସ୍ ଆରି ସୁକଲ୍ ଆତ୍ମାଇ ପୁରୁନ୍ ଅଇରଇବା ତିପାନ୍ ନାଉଁର୍ ଗଟେକ୍ ଲକ୍, ଆରି ପିଲିପ୍, ପକ୍ରସ୍, ନିକାନର, ତିମନ୍, ପର୍ମନା ଆରି ଆଗେ ଜିଉଦି ଦରମ୍ ବିସ୍ବାସ୍ କରିରଇବା, ଆନ୍ଟିକିୟଇ ଅନି ଆସିରଇବା ଗଟେକ୍ ଜିଉଦି ନ ଅଇଲା, ନିକଲାୟକେ ବାଚ୍ଲାଇ ।